Posted inଫୁରସତ

ସମୟର ଆହ୍ବାନ ଲିଙ୍ଗଗତ ସମାନତା

ସମସ୍ତଙ୍କ ଜୀବନରେ କିଛି ନା କିଛି ସମସ୍ୟା ଆସିବା ସ୍ବାଭାବିକ। ସମସ୍ୟାର ସମାଧାନର ପଥ ଖୋଜିବା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ପୁରୁଷମାନଙ୍କ କ୍ଷେତ୍ରରେ ସମାଜରେ ଦେଖାଦେଉଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ସଚେତନତା ଲାଗି ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଇଥାଏ। ସମାଜ, ଦେଶ ଏବଂ ପୃଥିବୀର ବିକାଶରେ ଲିଙ୍ଗଗତ ସମାନତା ଜରୁରୀ ବୋଲି ଏହି ଦିବସ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ। ଲିଙ୍ଗଗତ ସମାନତା ସମୟର ଆହ୍ବାନ ବୋଲି ଏହି ଅବସରରେ ସଭିଙ୍କୁ ସଚେତନ କରାଯାଇଥାଏ।

ପୁରୁଷମାନଙ୍କ ସାଂସ୍କୃତିକ, ରାଜନୈତିକ ଏବଂ ସାମାଜିକ ଆର୍ଥତ୍କ ସମସ୍ୟାକୁ ଚିହ୍ନଟ କରି ଏହାର ନିରାକରଣ କରିବା ଅନ୍ତର୍ଜାତୀୟ ପୁରୁଷ ଦିବସର ମୁଖ୍ୟ ଲକ୍ଷ୍ୟ।
ମୌଳିକ ମାନବିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ସହିତ ପୁରୁଷଙ୍କ ସମସ୍ୟା ପ୍ରତି ସଚେତନତା ସୃଷ୍ଟି ଲାଗି ।
୧୯୯୨ ଫେବୃୟାରୀ ୭ରେ ଥୋମାସ ଓଷ୍ଟରଙ୍କ ଦ୍ୱାରା ଏହି ଦିବସ ଆରମ୍ଭ କରାଯାଇଥିଲା। ଏହାର ଏକ ବର୍ଷ ପୂର୍ବରୁ ୧୯୯୧ ଫେବୃୟାରୀ ୮ରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ତେବେ ୨୦୦୯ରେ ଏହି ଦିନଟିକୁ ନଭେମ୍ବର ୧୯ରେ ପାଳନ ଲାଗି ଘୋଷଣା କରାଯାଇଥିଲା। ଅନ୍ତର୍ଜାତୀୟ ପୁରୁଷ ଦିବସରେ ଲିଙ୍ଗଗତ ସମାନତା ପାଇଁ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥାଏ। ସମାଜରେ ପୁରୁଷମାନଙ୍କ ସହିତ ଜଡ଼ିତ ଥିବା ନକାରାତ୍ମକ ଚିତ୍ର ଏବଂ କଳଙ୍କକୁ ହଟାଇବାକୁ ପ୍ରୟାସ କରାଯାଇଥାଏ। ମାତ୍ର ମିଳିତ ଜାତିସଂଘ ପକ୍ଷରୁ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ ପାଇଁ ଆନୁଷ୍ଠାନିକ ଭାବେ ସ୍ବୀକୃତି ପ୍ରଦାନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri