Posted inଜାତୀୟ

ରାହୁଲଙ୍କ ଏମ୍‌ପି ପଦକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୬ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ ହେବା ସତ୍ତ୍ୱେ ଲୋକ ସଭା ସଦସ୍ୟତା ଫେରିପାଇବାର ବୈଧତାକୁ ମଙ୍ଗଳବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ରାହୁଲଙ୍କ ଏମ୍‌ପି ପଦ କାଏମ୍‌ ରହିଲା ବୋଲି ଲୋକ ସଭା ସଚିିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଉକ୍ତ ବିଜ୍ଞପ୍ତିକୁ ଖାରଜ କରାଯିବାକୁ ଲକ୍ଷ୍ନୌର ଜଣେ ଆଇନଜୀବୀ ପିଟିଶନରେ ନିବେଦନ କରିଛନ୍ତି। ଜଣେ ଆଇନ ଅଦାଲତରେ ଦୋଷୀସାବ୍ୟସ୍ତ ହୋଇ ଲୋକ ସଭା ସଦସ୍ୟତା ହରାଇବା ପରେ ସେ ସମସ୍ତ ଅଭିଯୋଗରୁ ନିର୍ଦ୍ଦୋଷ ପ୍ରମାଣିତ ନ ହେବା ପର୍ଯ୍ୟନ୍ତ ଏମ୍‌ପି ଭାବେ ଫେରିପାରିବେ ନାହିଁ ବୋଲି ପିଟିଶନରେ କୁହାଯାଇଛି। ଆପରାଧିକ ମାନହାନି ମାମଲାରେ ରାହୁଲଙ୍କୁ ୨ ବର୍ଷ ଜେଲଦଣ୍ଡ ହେବା ପରେ ଜନପ୍ରତିନିଧି ଆଇନ, ୧୯୫୧ ଅନୁଯାୟୀ ତାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଥିଲା। ସୁପ୍ରିମକୋର୍ଟ ତଳକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ ଲଗାଇବା ପରେ ତାଙ୍କ ସଦସ୍ୟତାକୁ ପୁନର୍ବାର କାଏମ ରଖାଯାଇଛି। ଏନେଇ ବାଚସ୍ପତିଙ୍କ ନିଷ୍ପତ୍ତି ଠିକ୍‌ ନ ଥିଲା ବୋଲି ଆବେଦନକାରୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri