Posted inଜାତୀୟ

ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୯ କୁଳପତି…

ଥିରୁଭାନନ୍ତପୁରମ୍‌,୨୪।୧୦ : କେରଳର ନଅ ବିଶ୍ୱବିଦ୍ୟାଳୟର କୁଳପତିମାନେ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ଇସ୍ତଫା ଆଦେଶକୁ ଚ୍ୟାଲେଞ୍ଜ କରି କେରଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସମସ୍ତ କୁଳପତିମାନେ ଇସ୍ତଫା ଉପରେ ରୋକ ଲଗାଇବାକୁ ଦାବି କରିଛନ୍ତି। ଏଥି ସହ କେରଳ ହାଇକୋର୍ଟ ସୋମବାର ଅପରାହ୍ନ ୪ ଟାରେ ଏକ ସ୍ବତନ୍ତ୍ର ବୈଠକ କରି ଏହି ଆବେଦନ ଉପରେ ବିଚାର କରିବେ।

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ନିୟମକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଆଦେଶକୁ ଦୃଷ୍ଟିରେ ରଖି କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ରାଜ୍ୟର ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ସୋମବାର ସକାଳେ ଇସ୍ତଫା ଦେବାକୁ କହିଥିଲେ। ଏହାକୂ ନେଇ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ଏହି ପ୍ରସଙ୍ଗରେ ଆସିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri