Posted inଜାତୀୟ

ଗୋଟିଏ ପଟକୁ ଢଳିଲା ବଦ୍ରିନାଥ-କେଦାରନାଥ ମଧ୍ୟରେ ଥିବା ଐତିହାସିକ ମନ୍ଦିର

ଚାମୋଲି,୨୭।୬: ଉତ୍ତରାଖଣ୍ଡର ସୀମାନ୍ତ ଜନପତ ଚାମୋଲିର ମୁଖ୍ୟାଳୟ ଗୋପେଶ୍ୱରରେ ଭଗବାନ ଗୋପିନାଥଙ୍କ ମନ୍ଦିର ଗୋଟିଏ ପଟକୁ ଢଳି ପଡିଥିବା ଜଣାପଡିଛି। ଏହାସହ ଗର୍ଭଗୃହରେ ପାଣି ପଡୁଥିବା କୁହାଯାଉଛି। ଫଳରେ ଭକ୍ତଙ୍କ ମଧ୍ୟରେ ଚିନ୍ତା ବଢି ଯାଇଛି। ମନ୍ଦିର ପୂଜାରୀ ମନ୍ଦିର ଢଳିବା ସମ୍ପର୍କରେ ଜିଲା ପ୍ରଶାସନ ଓ ପ୍ରତ୍ନତତ୍ତ୍ୱ ବିଭାଗକୁ ଏହାର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବଦ୍ରିନାଥ ଓ କେଦାରନାଥର କେନ୍ଦ୍ର ବିନ୍ଦୁରେ ଅବସ୍ଥିତ ଭଗବାନ ରୁଦ୍ରନାଥଙ୍କ ଶୀତକାଳିନ ଗଦ୍ଦି ଗୋପିନାଥ ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ। ପୌରାଣିକ କାଳରୁ ଏହି ମନ୍ଦିର ଏହାର ନିର୍ମାଣ ଶୈଳିକୁ ନେଇ ବିଶେଷ ଆକର୍ଷଣର କେନ୍ଦ୍ର ରହି ଆସିଛି। ମାନ୍ୟତା ରହିଛି କି ନାଗର ଶୈଳିରେ ନିର୍ମିତ ଏହି ମନ୍ଦିର କସ୍ତୁରି ରାଜାଙ୍କ ଦ୍ୱାରା ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri