Posted inଜାତୀୟ

୩ ବିଧାୟକଙ୍କ ସହ ଦିଲ୍ଲୀ ବାହାରିଲେ ଚମ୍ପାଇ ସୋରେନ

ରାଞ୍ଚି,୧୮।୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସହ ୩ଜେଏମଏମ ବିଧାୟକ ରବିବାରି ଅପରାହ୍ନ ୩ଟାରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ଭାଜପାରେ ଯୋଗ ଦେଇପାରନ୍ତି। ଏୟାର ଇଣ୍ଡିଆର ବିମାନ ଯୋଗେ ଏମାନେ ନୂଆଦିଲ୍ଲୀ ପହଞ୍ଚିଛନ୍ତି। ତେବେ ଚମ୍ପାଇ ସୋରେନ ଦିଲ୍ଲୀ ଯିବା କାରଣରୁ ରାଜନୈତିକ ଅସ୍ଥିରତା ଆହୁରି ତୀବ୍ର ହୋଇଛି। ଦଶରଥ ଗଗରାଇ, ରାମଦାସ ସୋରେନ, ଚମରା ଲିଣ୍ଡା, ଲୋବିନ ହେମ୍ବ୍ରୋମ, ସମୀର ମହାନ୍ତି ମଧ୍ୟ ଯୋଗାଯୋଗରେ ନାହାଁନ୍ତି।

ସୂଚନାନୁସାରେ, ଚମ୍ପାଇ ସୋରେନ ଭାଜପାର ବଡ ନେତାଙ୍କ ସହ ଯୋଗାଯୋଗରେ ଅଛନ୍ତି। ଦୁଇ ଦିନ ପୂର୍ବେ ତାଙ୍କ ଦଳ ପରିବର୍ତ୍ତନକୁ ନେଇ କଳ୍ପନାଜଳ୍ପନା ତୀବ୍ର ହୋଇଥିଲା।
ରାଜନୈତିକ ବିଶେଷଜ୍ଞଙ୍କ ଅନୁଯାୟୀ ଚମ୍ପାଇ ସୋରେନଙ୍କ ଭାଜପାରେ ଯୋଗଦେବା ଆସନ୍ତା ବିଧାନସଭା ନିର୍ବାଚନରେ ଆଦିବାସୀ ଭୋଟ ବ୍ୟାଙ୍କରେ ଏକ ବଡ଼ ସପୋର୍ଟ ସୃଷ୍ଟି କରିବାରେ ସହାୟକ ହେବ। କିନ୍ତୁ ଦଳ ଭିତରେ ଦଳଗତତା ମଧ୍ୟ ତୀବ୍ର ହେବ। ଜାମସେଦପୁର ସମେତ କୋଲହାନ ଅଞ୍ଚଳରେ ଚମ୍ପାଇଙ୍କ ଏକ ଦୃଢ ସମର୍ଥନ ରହିଛି।
ବିଶେଷକରି ପୋଟକା, ଘାଟସିଲା ଏବଂ ବାହାରାଗୋଡା, ଇଚାଗଡ, ସଢେଇକଳା-ଖରସୁଆଁ ଏବଂ ପ.ସିଂହଭୂମି ଜିଲାର ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ସମର୍ଥନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri