Posted inଜାତୀୟ

ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧: ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ବିଧାୟକଙ୍କ ସହ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ତାଙ୍କର ଇସ୍ତଫା ଦେଇଛନ୍ତି। ଏହାପରେ ଜେଜେଏମ ଏବଂ କଂଗ୍ରେସ ବିଧାୟକମାନେ ଚମ୍ପଇ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇବାକୁ ରାଜ୍ୟପାଳଙ୍କୁ ଅନୁରୋଧ କରିଛନ୍ତି।

ହେମନ୍ତ ସୋରେନଙ୍କ ଗିରଫ ପରେ ରାଜଭବନକୁ ଇଡି ସହ ସେ ଯାଇଥିଲେ। ରାଞ୍ଚିରେ ଥିବା ମୁଖ୍ୟମନ୍ତ୍ରୀ ବାସଭବନ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ଡିଜିପି ଏବଂ ମୁଖ୍ୟ ସଚିବ ମଧ୍ୟ ମୁଖ୍ୟମନ୍ତ୍ରୀ ବାସଭବନରେ ପହଞ୍ଚିଛନ୍ତି।

ଝାଡ଼ଖଣ୍ଡ କଂଗ୍ରେସ ସଭାପତି ରାଜେଶ ଠାକୁର କହିଛନ୍ତି, “ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପରେ ସୋରେନଙ୍କୁ ବିଧାନସଭା ଦଳର ନୂତନ ନେତା ଭାବରେ ମନୋନୀତ କରାଯାଇଛି … ସମସ୍ତ ବିଧାୟକ ଆମ ସହ ଅଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri