Posted inଖେଳ

ଦୁର୍ଘଟଣାରେ ଚାମ୍ପିୟନ ଇଥାନ ବୟେଜଙ୍କ ପରଲୋକ

ସାନ୍‌ ଫାନ୍‌ସିସ୍‌କୋ, ୯ା୪: ସାନ୍‌ ଫ୍ରାନ୍‌ସିସ୍କୋ ନ୍ୟାଶନାଲ ପାର୍କ ନିକଟରେ ଏକ କାର୍‌ ଧକ୍କାରେ ସାଇକ୍ଲିଷ୍ଟ ଇଥାନ ବୟେଜଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୪୪ବର୍ଷ ବୟସ ହୋଇଥିଲା। ସେ ସାଇକେଲ ଚଳାଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟଛି। ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ଇଥାନ ତାଙ୍କ କ୍ୟାରିୟରରେ ଅନେକ ସଫଳତା ହାସଲ କରିଛନ୍ତି। ୨୦୧୫ରେ ସେ ୧,୦୦୦ ମିଟର ଟାଇମ୍‌ ଟ୍ରାଏଲ୍‌ରେ ରେକର୍ଡ ସୃଷ୍ଟି କରିଥିଲେ। ସେ ୧୦ଥର ଜାତୀୟ ଚାମ୍ପିୟନ ଥିଲେ। ତାଙ୍କ ଦେହାନ୍ତରେ ଆମେରିକାନ୍‌ ଟ୍ରାକ୍‌ ସାଇକ୍ଲିଂ କମ୍ୟୁନିଟି ଶୋକ ପ୍ରକାଶ କରିଛି। ଏନେଇ ୟୁଏସ୍‌ ପାର୍କ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri