ଏନ୍‌ଏମ୍‌ଡିସିକୁ ଚାମ୍ପିୟନ ଅଫ୍‌ ଚାମ୍ପିୟନ୍‌ସ ଆଓ୍ବାର୍ଡ

ଭୁବନେଶ୍ୱର,୨୯।୯:ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି।
ଉଲ୍ଲେଖଯୋଗ୍ୟ, ପବ୍ଲିକ ରିଲେଶନ୍‌ସ କାଉନସିଲ ଅଫ୍‌ ଇଣ୍ଡିଆ (ପିଆରସିଆଇ) ପକ୍ଷରୁ ନୂଆଦିଲ୍ଲୀଠାରେ ୧୭ତମ ପିଆରସିଆଇ ଗ୍ଲୋବାଲ କମ୍ୟୁନିକେଶନ କନ୍‌କ୍ଲେଭ-୨୦୨୩ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କନ୍‌କ୍ଲେଭରେ ଏନଏମଡିସିକୁ ଚାମ୍ପିୟନ ଅଫ ଚାମ୍ପିୟନ୍‌ସ ଆଓ୍ବାର୍ଡ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏନ୍‌ଏମଡିସିର ଜେନେରାଲ ମ୍ୟାନେଜର (କର୍ପୋରେଟ କମ୍ୟୁନିକେଶନ) ପି. ଜୟପ୍ରକାଶ ଏବଂ ଏନଏମଡିସି ଆଞ୍ଚଳିକ କାର୍ଯ୍ୟାଳୟ ନୂଆଦିଲ୍ଲୀର ଡିଜିଏମ ସୋମନାଥ ଆଚାର୍ଯ୍ୟ ଉକ୍ତ ସମ୍ମାନ ଆମନ୍ତ୍ରିତ ଅତିଥିଙ୍କ ଠାରୁ ଗ୍ରହଣ କରିଥିଲେ। ବିଶେଷକରି ଏନଏମଡିସି ବିଭିନ୍ନ ବର୍ଗରେ ଉଚ୍ଚ ପ୍ରଦର୍ଶନ ସହିତ ଅନେକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ପିଆରସିଆଇ ପକ୍ଷରୁ ଉପରୋକ୍ତ ସମ୍ମାନ ପ୍ରଦାନ କରାଯାଇଛି ବୋଲି ଏନଏମଡିସି ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଏନଏମଡିସିର ସିଏମଡି (ଅତିରିକ୍ତ ଦାୟିତ୍ୱ) ଅମିତାଭ ମୁଖାର୍ଜୀ କହିଛନ୍ତି, ଆମର କର୍ପୋରେଟ ଟିମ୍‌କୁ ମୁଁ ଧନ୍ୟବାଦ ଜଣାଉଛୁ, ଆଗାମୀ ଦିନରେ ମଧ୍ୟ କମ୍ପାନୀ ଓ କର୍ପୋରେଟ ଟିମ୍‌ ଆଗକୁ ଆହୁରି ଭଲ କାମ କରିବାକୁ ଏହି ସମ୍ମାନ ଉତ୍ସାହ ପ୍ରଦାନ କରିବ ବୋଲି ମୁଖାର୍ଜୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri