Posted inଖେଳ

ପ୍ରଥମ ମ୍ୟାଚ୍‌ରେ ହାରିଲା ଆୟୋଜକ ପାକିସ୍ତାନ

କରାଚୀ, ୧୯।୨: ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍‌ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍‌ ୟଙ୍ଗ୍‌ ଓ ଟମ୍‌ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ ୩୨୦ ରନ କରିଥିଲା।

୩୨୧ ବିଜୟ ଲକ୍ଷ୍ୟରେ ପାକିସ୍ତାନ ୪୭.୨ ଓଭରରେ ୨୬୦ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ଖୁସଦିଲ ଶାହା (୬୯) ଓ ବାବର ଆଜମ (୬୪)ଙ୍କ ଅର୍ଦ୍ଧଶତକ ଏବଂ ସଲମାନ ଆଘାଙ୍କ ଦ୍ରୁତ ୪୨ ରନ ପାକିସ୍ତାନ ବିଜୟ ପାଇଁ ପର୍ଯ୍ୟାପ୍ତ ହୋଇ ନ ଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ଓ୍ବିଲିୟମ ଓ’ରୌର୍କ ଏବଂ ଅଧିନାୟକ ମିଚେଲ ସାଣ୍ଟନର ୩ଟି ଲେଖାଏ ଉଇକେଟ ନେଇଥିଲେ। ମ୍ୟାଟ୍‌ ହେନରିଙ୍କୁ ୨ଟି ଉଇକେଟ ମିଳିଥିଲା। ବିଜୟ ଫଳରେ ନ୍ୟୁଜିଲାଣ୍ଡ ୨ ପଏଣ୍ଟ ସହ ଗ୍ରୁପ୍‌ ‘ଏ’ ଟେବୁଲର ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri