ଜୀବନରୁ ଦୁଃଖ ଦୂର କରିବାକୁ ଚାହୁଁଛନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ସେଥିରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ବର୍ଣ୍ଣନା କରିଛନ୍ତି। ଆସନ୍ତୁ ସେ ବିଷୟରେ ଜାଣିବା..

-ଚାଣକ୍ୟ କୁହନ୍ତି, ଥାଳିରେ ବାଢ଼ିଥିବା ଗୋଟିଏ ବି ଅନ୍ନ ନଷ୍ଟ କରିବା ଉଚିତ ନୁହେଁ। ଏଭଳି ହେଲେ ଘରେ ସୁଖ ସମୃଦ୍ଧି ବାସ କରି ନ ଥାଏ।

-ଯେଉଁ ଘରେ ଧନକୁ ଖରାପ କାମରେ ବ୍ୟବହାର କରାଯାଏ, ସେହି ଘରେ ସର୍ବଦା କଳହ ହେବାର ସମ୍ଭାବନା ଥାଏ। ଏହି କାରଣରୁ କେବେ ବି ଘରେ ଖୁସି ରହେ ନାହିଁ। ଏପରିକି ମା ଲକ୍ଷ୍ମୀ ରୁଷ୍ଟ ହୋଇ ଯାଆନ୍ତି ବୋଲି ଚାଣକ୍ୟ କହିଛନ୍ତି।

-ସ୍ବାମୀସ୍ତ୍ରୀ ମଧ୍ୟରେ ମଧୁର ସମ୍ପର୍କରେ କପଟର ସ୍ଥାନ ନ ଥାଏ। ଯଦି ସେମାନେ ଜଣେ ଅନ୍ୟଜଣଙ୍କୁ କଥା ଲୁଚାନ୍ତି ତେବେ ସେ ସମ୍ପର୍କ ଚାଲିପାରି ନ ଥାଏ। ଫଳରେ ଘରେ କେବେ ବି ସୁଖ ସମୃଦ୍ଧି ଆସି ନ ଥାଏ।

-ଯଦି କୌଣସି ଜ୍ଞାନୀ ବ୍ୟକ୍ତି ଗରିବ ଓ ମୁର୍ଖ ଧନୀ ଥାଏ ତେବେ ଆମକୁ ଜ୍ଞାନୀ ବ୍ୟକ୍ତିର ପଥକୁ ଅନୁସରଣ କରିବା ଉଚିତ। ତାଙ୍କ କଥା ଶୁଣିବା ଆବଶ୍ୟକ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଓ ମାନସିକ ସ୍ବାସ୍ଥ୍ୟ

ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ...

ଲୁଣ-ହୀରା-ବ୍ରାଗ୍‌ ନିୟମ

କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ...

ଫିଟ୍‌ ରହିବା ପାଇଁ…

ବର୍ତ୍ତମାନ ଯୁବାବସ୍ଥାରୁ ଅନେକଙ୍କ ଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଛି। ଫିଟ୍‌ ଏବଂ ଏନର୍ଜେଟିକ୍‌ ରହିବା ବୟସରେ ଏପରି ସମସ୍ୟା ଦେଖା ଦେବାର ମୁଖ୍ୟ କାରଣ...

୮ଟି ମୟୂରପୁଚ୍ଛ ବଦଳାଇଦେବ ଆପଣଙ୍କ ଭାଗ୍ୟ ଜାଣନ୍ତୁ କେମିତି

ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିଲେ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ...

ଘରର ଏହି ଦିଗରେ ଲଗାଉଛନ୍ତି କି ଦର୍ପଣ?, କରନ୍ତୁନି ଏମିତି ଭୁଲ ମାଡ଼ିଆସବ ବିପଦ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ସୁଖ ଶାନ୍ତି ବଜାୟ ରଖିବା ପାଇଁ ଦର୍ପଣର ଅନେକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ...

ସ୍ବର୍ଣ୍ଣିମ ପ୍ରକ୍ଷେପଣ ପଛରେ ବିଜ୍ଞାନ

ଜାଭେଲିନ ଆମ ଦେଶର ଏକ ପାରମ୍ପରିକ ଖେଳ। ଜାଭେଲିନକୁ ଆମ ଦେଶରେ ସାଧାରଣତଃ ବର୍ଛା କିମ୍ବା ଭାଲ୍ଲା ବୋଲି କୁହାଯାଏ। ପୂର୍ବେ ରାଜା ମହାରାଜାମାନେ ଅବସର...

ଚା’ ପିଉଛନ୍ତି କି? ରୁହନ୍ତୁ ସତର୍କ ନଚେତ୍‌ ଭୋଗିବେ ଏସବୁ ସମସ୍ୟା

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି...

ଆପଣଙ୍କ ସୋଫା ଉପରେ ଅଛି କି ବିମ୍, ଜାଣନ୍ତୁ ମନକୁ କେମିତି କରେ….

ଲିଭିଂ ରୁମ୍‌ ଘରର ଏମିତି ଏକ ଅଂଶ; ଯାହାର ସାଜସଜ୍ଜାକୁ ଦେଖିଲେ ପରିବାର ସଦସ୍ୟଙ୍କ ବୈଭବ, ସମ୍ପନ୍ନତା ଓ ମାନସିକତାକୁ ଠଉରେଇ ହୁଏ। ସେଥିପାଇଁ ଲିଭିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri