ଏମାନଙ୍କୁ ଅଧିକ ବିପଜ୍ଜନକ କହନ୍ତି ଚାଣକ୍ୟ, ଜାଣନ୍ତୁ କାହିଁକି

ମନୁଷ୍ୟ ଜୀବନରେ, ବନ୍ଧୁଙ୍କୁ ନିକଟତର ବିବେଚନା କରାଯାଏ। ଯଦି ସେହି ବନ୍ଧୁ ତୁମର କ୍ଷତି କରିବାକୁ ଇଚ୍ଛା କରନ୍ତି, ତେବେ ସେ ଶତ୍ରୁ ଅପେକ୍ଷା ଅଧିକ ବିପଜ୍ଜନକ ହୋଇଥାନ୍ତି। ଏଭଳି ପରିସ୍ଥିତିରେ ଆଚାର୍ଯ୍ୟ ଚାନକ୍ୟ ତାଙ୍କ ନୀତି ଶାସ୍ତ୍ରରେ ପ୍ରକୃତ ବନ୍ଧୁଙ୍କ ସମ୍ବନ୍ଧରେ ଉଲ୍ଲେଖ କରିଛନ୍ତି।

> ଚାଣକ୍ୟ କହିଛନ୍ତି ଯେ, ସାମ୍ନାରେ ପ୍ରଶଂସା ଏବଂ ପଛରେ ନିନ୍ଦା କରୁଥିବା ବନ୍ଧୁଙ୍କୁ ଭୁଲିଯିବା ଉଚିତ୍‌। ଏହିପରି ବନ୍ଧୁମାନେ ସାମ୍ନାରେ ମଧୁର କଥା କହନ୍ତି ଏବଂ ଖୁସି କରିବାକୁ ଚେଷ୍ଟା କରନ୍ତି। ମାତ୍ର ଏପରି ବନ୍ଧୁମାନେ ସୁଯୋଗ ପାଇବା ମାତ୍ରେ କ୍ଷତି କରନ୍ତି। ସେମାନେ ଶତ୍ରୁ ଅପେକ୍ଷା ଅଧିକ ବିପଜ୍ଜନକ ଅଟନ୍ତି।

> ଅନ୍ଧ ଭାବରେ ଜଣେ ବନ୍ଧୁଙ୍କୁ ବିଶ୍ୱାସ କରିବା ଠିକ୍‌ ନୁହେଁ। ଗୁପ୍ତ କଥା ତାଙ୍କୁ କହିବା ଉଚିତ୍‌ ନୁହେଁ। କାରଣ ଯେତେବେଳେ ବନ୍ଧୁତାରେ ଝଡ଼ ସୃଷ୍ଟି ହୁଏ ସେତେବେଳେ ଏହିପରି ବନ୍ଧୁମାନେ ତୁମର ରହସ୍ୟ ଅନ୍ୟମାନଙ୍କୁ କହି ପାରନ୍ତି।

>ଚାଣକ୍ୟଙ୍କ ଅନୁଯାୟୀ, ବନ୍ଧୁ ସର୍ବଦା ତୁମ ସମାନରେ କରିବା ଉଚିତ। ଏପରି ନ କରିବା ଦ୍ୱାରା ସମ୍ପର୍କ ଖରାପ ହେବାର ସମ୍ଭାବନା ଥାଏ। ଗରିବଙ୍କର କୌଣସି ବନ୍ଧୁ ନାହାଁନ୍ତି, ଧନୀମାନଙ୍କ ଚାରିପାଖରେ ବନ୍ଧୁମାନଙ୍କ ଭିଡ଼ ଥାଏ। ଏପରି ଅବସ୍ଥାରେ ଧନୀ ବ୍ୟକ୍ତି ଖୁସି ଯେ, ତାଙ୍କର ଅନେକ ବନ୍ଧୁ ଅଛନ୍ତି ଏବଂ ତାଙ୍କର ବନ୍ଧୁମାନେ ଖୁସି ଯେ, ଧନୀମାନେ ସେମାନଙ୍କୁ କାର୍ଯ୍ୟରେ ସାହାଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri