ପାଖରେ ରହୁନାହିଁ କି ଟଙ୍କା? ଜାଣନ୍ତୁ ଚଞ୍ଚଳା ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ

ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି, ଧନର ଦେବୀ ଲକ୍ଷ୍ମୀ। ସେ ସ୍ବଭାବରେ ଚଞ୍ଚଳ। ଏଣୁ ଧନର ସଞ୍ଚୟ କରାଯିବା ଉଚିତ। କାରଣ ବିପଦ ସମୟରେ ଧନ ହିଁ ପ୍ରକୃତ ବନ୍ଧୁର ଭୂମିକା ନିର୍ବାହ କରିଥାଏ। ଏହା ଏକ ସାଧନ। ଏଣୁ ସଞ୍ଚୟ ସମୟରେ ଗମ୍ଭୀର ରହିବା ଆବଶ୍ୟକ।

ଚାଣକ୍ୟଙ୍କ ମତରେ ଲକ୍ଷ୍ମୀ ସମସ୍ତଙ୍କ ଉପରେ କୃପା କରନ୍ତି ନାହିଁ। ଯଦି ଜଣେ ନିଜ ଜୀବନରେ ଲକ୍ଷ୍ମୀଙ୍କ ଆଶୀର୍ବାଦ ଚାହାନ୍ତି, ତେବେ ସେ କିଛି କଥା ମନେ ରଖିବା ଉଚିତ।

ଆୟ ଅପେକ୍ଷା ବ୍ୟୟ ଅଧିକ କରନ୍ତୁ ନାହିଁ
ଯିଏ ନିଜ ଆୟଠାରୁ ଅଧିକ ଖର୍ଚ୍ଚ କରେ ସେ ସର୍ବାଦା ଚିନ୍ତାଗ୍ରସ୍ତ ଥାଏ। ସେ ସର୍ବାଦା କରଜରେ ବୁଡ଼ି ରୁହନ୍ତି। ତେଣୁ ବ୍ୟକ୍ତିଙ୍କୁ ଭାବିଚିନ୍ତି ଖର୍ଚ୍ଚ କରିବା ଉଚିତ। ବିନା ବିଚାରରେ ଟଙ୍କା ଖର୍ଚ୍ଚ କଲେ ବିପଦ ସମୟରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଯିଏ ଧନର ମହତ୍ୱ ବୁଝେ, ତା ଉପରେ ଲକ୍ଷ୍ମୀ ପ୍ରସନ୍ନ ହୁଅନ୍ତି ବୋଲି ଚାଣକ୍ୟ କହିଛନ୍ତି।

ଅନ୍ୟର କ୍ଷତି ପାଇଁ ଚଙ୍କା ବ୍ୟବହାର କରନ୍ତୁ ନାହିଁ:
ଯଦି କେହି ଅନ୍ୟକୁ କ୍ଷତି ପହଞ୍ଚାଇବା ପାଇଁ ଟଙ୍କା ବ୍ୟବହାର କରେ ତେବେ ତାକୁ ଗୁରୁତର ପରିଣାମର ସାମ୍ନା କରିବାକୁ ପଡିପାରେ। କାରଣ ସେମାନଙ୍କ ଉପରେ ଲକ୍ଷ୍ମୀ କ୍ରୋଧିତ ହୋଇଥାନ୍ତି। ତେଣୁ ଉଚିତ କାର୍ଯ୍ୟ ପାଇଁ ଧନର ବ୍ୟବହାର କରିବା ଉଚିତ।

ସେବା/ମାନବକଲ୍ୟାଣ ପାଇଁ ପ୍ରସ୍ତୁତ ରହିବା ଉଚିତ:
ଚାଣକ୍ୟଙ୍କ ମତରେ ଜଣେ ଧନୀ ବ୍ୟକ୍ତି ସର୍ବଦା ମାନବକଲ୍ୟାଣ ପାଇଁ ପ୍ରସ୍ତୁତ ରହିବା ଉଚିତ। ମନୁଷ୍ୟଙ୍କୁ ସାହାଯ୍ୟ କରିବା ପାଇଁ ଯେଉଁମାନେ ଟଙ୍କା ଖର୍ଚ୍ଚ କରିଥାନ୍ତି, ଲକ୍ଷ୍ମୀ ସେଭଳି ଲୋକମାନଙ୍କୁ ଆଶୀର୍ବାଦ କରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri