ଏଭଳି ଘରେ ବାସ କରିବାକୁ ଭଲପାଆନ୍ତି ଲକ୍ଷ୍ମୀ, ଦେଖାଯାଏ ନାହିଁ ଧନର ଅଭାବ

ମନୁଷ୍ୟ ଜୀବନରେ ଧନର ଗୁରୁତ୍ୱ ଅଧିକ। ହେଲେ ନିଜର ଭୁଲ ଯୋଗୁ ମନୁଷ୍ୟ ଏହାକୁ ହରାଇଥାଏ। ମହାନ ରାଜନୈତିଜ୍ଞ ତଥା ଅର୍ଥଶାସ୍ତ୍ରୀ ଆଚାର୍ଯ୍ୟ ଚାଣକ୍ୟ ଧନର ଦେବୀ ଲକ୍ଷ୍ମୀଙ୍କୁ ଖୁସି କରିବାକୁ ବିଭିନ୍ନ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। କେଉଁଭଳି ଭାବେ ଲକ୍ଷ୍ମୀ ଘରକୁ ନିଜେ ଚାଲିଆସନ୍ତିି ସେ ବିଷୟରେ ଏକ ଶ୍ଳୋକରେ ଚାଣକ୍ୟ ବର୍ଣ୍ଣନା କରିଛନ୍ତି। ଆସନ୍ତୁ ଜାଣିବା ସେ ବିଷୟରେ..

-ଚାଣକ୍ୟ କୁହନ୍ତି, ଯେଉଁଠି ମୁର୍ଖମାନଙ୍କୁ ପୂଜା କରାଯାଏ ନାହିଁ, ଯେଉଁଠି ଅନ୍ନ ଗଚ୍ଛିତ ଥାଏ, ଯେଉଁଠି ବିନା କଳହରେ ସ୍ତ୍ରୀସ୍ବାମୀ ରହିଥାନ୍ତି, ସେଭଳି ସ୍ଥାନରେ ଲକ୍ଷ୍ମୀ ନିଜେ ଆସି ବାସ କରିଥାନ୍ତି।

କହିବାକୁ ଗଲେ ଯେଉଁ ଲୋକ ମୁର୍ଖଲୋକଙ୍କ ପରିବର୍ତ୍ତେ ଗୁଣବାନ ଲୋକଙ୍କ ଆଦର ସମ୍ମାନ କରିଥାଏ, ନିଜ ଘରେ ଅନ୍ନ ସଞ୍ଚୟ କରି ରଖିଥାଏ, ଯେଉଁଠାରେ କଳହ ହୋଇ ନ ଥାଏ, ମତାନ୍ତର ହୋଇ ନ ଥାଏ, ସେସବୁ ଲୋକଙ୍କ ସମ୍ପତ୍ତି ଆପଣା ଛାଏଁ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri