ଏହି ୭ ଜିନିଷ ବହୁତ ପବିତ୍ର: ଏହାକୁ ସେବନ କରିବା ପରେ ବି କରିପାରିବେ ପୂଜାପାଠ, ଲାଗିବନି ପାପ

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଏକାଧିକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିମଧ୍ୟରେ ସଫା-ସୁତୁରା ଏବଂ ପବିତ୍ରତାକୁ ନେଇ ଚାଣକ୍ୟ ଅନେକ ନୀତି ବିଷୟରେ ଉଲ୍ଳେଖ କରିଛନ୍ତି। ସେ କୁହନ୍ତି ଏଭଳି ୭ ଜିନିଷ ରହିଛି ଯାହାକୁ ଖାଇବା ପରେ ମଧ୍ୟ ମନୁଷ୍ୟ ପୂଜାପାଠ କରିପାରେ। କାରଣ ଏହା ପବିତ୍ର। ଜାଣନ୍ତୁ ସେ ସମ୍ପର୍କରେ….

ଚାଣକ୍ୟ କୁହନ୍ତି ଶାସ୍ତ୍ରରେ ଜଳ, ଆଖୁ, ଦୁଗ୍ଧ, କଦଳୀ, ପାନ, ଫଳ ଏବଂ ଔଷଧକୁ ଅତ୍ୟନ୍ତ ପବିତ୍ର ବୋଲି କୁହାଯାଏ। ଏଣୁ ଏହାକୁ ସେବନ କରିବା ପରେ ବି ବ୍ୟକ୍ତି ଧାର୍ମିକ କାର୍ଯ୍ୟ ସମ୍ପନ୍ନ କରିପାରିବେ। ଏହାଦ୍ୱାରା କୌଣସି ପ୍ରକାର ବାଧା ଉପୁଜେ ନାହିଁ।

ସାଧାରଣତଃ ଭାରତୀୟମାନେ ସ୍ନାନ-ଧ୍ୟାନ ଅଥବା ପୂଜାପାଠ ଆଦି କରିବା ପରେ ଫଳ ଏବଂ ଔଷଧ ସେବନ କରିବା ଉଚିତ ବୋଲି ଭାବିଥାନ୍ତି। ହେଲେ ଚାଣକ୍ୟ କୁହନ୍ତି ରୋଗଗ୍ରସ୍ତ ଥିଲେ ଅଥବା ସୁସ୍ଥ ଥିଲେ ମଧ୍ୟ କ୍ଷୀର, ଜଳ, କନ୍ଦମୂଳ, ଫଳ ଏବଂ ଔଷଧ ଆଦିର ସେବନ କରାଯାଇପାରେ। ଏହା ପାପ ନୁହେଁ। ଏହାପରେ ସ୍ନାନ କରି ପୂଜାପାଠ ଏବଂ ଧାର୍ମିକ କାର୍ଯ୍ୟ କରିବା ଅନୁଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri