ଏହି ୫ ସ୍ଥାନରେ ଗୋଟିଏ ଦିନ ବି ରୁହନ୍ତୁ ନାହିଁ, ହୋଇପାରେ ବଡ କ୍ଷତି

ଅର୍ଥଶସ୍ତ୍ର, ରାଜନୀତି ଏବଂ କୁଟନୀତି ସହ ଅନେକ କ୍ଷେତ୍ରରେ ପ୍ରବୀଣ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଛନ୍ତି। ଏଭଳି ଏକ ଶ୍ଳୋକରେ ଚାଣକ୍ୟ କେଉଁ ସ୍ଥାନରେ ବିଲ୍‌କୁଲ ରହିବା ଉଚିତ ନୁହେଁ ସେ ବିଷୟରେ ବର୍ଣ୍ଣନା କରିଛନ୍ତି।

धनिक: श्रोत्रियो राजा नदी वैद्यस्तु पंचम:।
पंच यत्र न विद्यन्ते तत्र दिवसं न वसेत्।।

ଶ୍ଳୋକରେ ଚାଣକ୍ୟ କୁହନ୍ତି:
-ଯେଉଁ ସହରରେ କୌଣସି ଧନୀ ବ୍ୟକ୍ତି ନ ଥିବ
-ଯେଉଁ ଦେଶରେ କୌଣସି ବିଦ୍ୱାନ ନ ଥିବ
-ଯେଉଁ ଦେଶରେ କୌଣସି ରାଜା ଅଥବା ସରକାର ନ ଥିବ
-ଯେଉଁ ସହରରେ ଅଥବା ଗାଁରେ କୌଣସି ଡାକ୍ତର ନ ଥିବ
-ଯେଉଁ ସ୍ଥାନ ନିକଟରେ କୌଣସି ନଦୀ ନ ଥିବ
ଏସବୁ ସ୍ଥାନରେ ମନୁଷ୍ୟ ରହିବା ବିଷୟରେ ଭାବିବା ଉଚିତ ନୁହେଁ।

ଚାଣକ୍ୟ କୁହନ୍ତି, ଜୀବନର ସମସ୍ୟାରେ ଏହି ୫ ଜିନିଷର ମହତ୍ୱ ଅଧିକ। କାରଣ ବିପଦ ସମୟରେ ଧନର ଆବଶ୍ୟକତା ପଡ଼ିଥାଏ। କେବଳ ଧନୀ ବ୍ୟକ୍ତି ହିଁ ସେହି ସମୟରେ ସହାୟତା କରିପାରନ୍ତି। ରାଜ୍ୟ ଶାସନ ପାଇଁ ରାଜାର ଆବଶ୍ୟକତା ଥାଏ। ଜଳ ପାଇଁ ନଦୀ ଏବଂ ରୋଗର ଚିକିତ୍ସା ପାଇଁ ଡାକ୍ତରଙ୍କ ଆବଶ୍ୟକତା ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri