କିଛି ନୂଆ କାମ କରିବାକୁ ଯାଉଥିଲେ ମାନନ୍ତୁ ଚାଣକ୍ୟଙ୍କ ଏହି ୫ କଥା…

ମହାନ ପଣ୍ଡିତ, ଶିକ୍ଷକ, କୁଶଳୀ କୂଟନୀତିଜ୍ଞ, ରଣନୀତିଜ୍ଞ ତଥା ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ସମସ୍ତ ଦିଗ ବିଷୟରେ ବିସ୍ତୃତ ଭାବରେ ଉଲ୍ଲେଖ କରିଛନ୍ତି। କେବଳ ଜୀବନର ସମସ୍ତ ଦିଗ ନୁହେଁ ବରଂ କିଛି ନୂଆ କାମ କରିବା ପୂର୍ବରୁ କେତୋଟି କଥା ପ୍ରତି ଧ୍ୟାନ ଦେଲେ ନିଶ୍ଚିତ ସଫଳତା ମିଳିଥାଏ ବୋଲି ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି। ତେବେ ଜାଣନ୍ତୁ ଚାଣକ୍ୟ କହିଥିବା ଗୁରୁତ୍ୱପୂର୍ଣ୍ଣ ୫ କଥା…

ପ୍ରଥମତଃ ଆପଣ ଯେଉଁ ନୂଆ କାମ କରିବାକୁ ଯାଉଛନ୍ତି ସେ ବିଷୟରେ ଅନ୍ୟମାନଙ୍କ ଆଗରେ ପ୍ରକାଶ କରନ୍ତୁ ନାହିଁ। କାରଣ ଏହା କରିବା ଦ୍ୱାରା କାମରେ ବାଧା ଆସେ ଆଉ ସଫଳତା ପାଇପାରିବେ ନାହିଁ।

ଦ୍ୱିତୀୟରେ ନୂଆ କାମ କରିବା ପୂର୍ବରୁ ସ୍ଥିର ମସ୍ତିଷ୍କ ଏବଂ ସକାରାତ୍ମକ ଭାବନା ନେଇ ଆରମ୍ଭ କରନ୍ତୁ।

ତୃତୀୟରେ କାମ ଆରମ୍ଭ କରିବା ପୂର୍ବରୁ ସମୟ, ସ୍ଥାନ ଏବଂ ଏହି କାମରେ ଭାଗିଦାରୀ କିଏ, ଆପଣଙ୍କୁ କିଏ ସାହାଯ୍ୟ କରିପାରବ ଏସବୁ ଧ୍ୟାନ ଦେବା ଜରୁରୀ।

ଚତୁର୍ଥରେ ଯେଉଁ କାମ କରିବାକୁ ଯାଉଛନ୍ତି, ସେଥିରେ ଆପଣ କେତେ ସକ୍ଷମ। ତାହା ତର୍ଜମା କରିବା ଉଚିତ।

ପଞ୍ଚମରେ ନୂଆ କାମ ଆରମ୍ଭ କରିବା ସମୟରେ ଆପଣଙ୍କ କଥାବାର୍ତ୍ତା ଠିକ୍‌ ରଖନ୍ତୁ। ଚାଣକ୍ୟଙ୍କ ଅନୁସାରେ କଟୁ କଥା କହିଲେ ଆପଣଙ୍କ କାମରେ ବାଧା ଆସିପାରେ। ଫଳରେ ସଫଳତା ପାଇବା ପରିବର୍ତ୍ତେ ବିଫଳ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri