ଦୁଇଦିନ ଥଣ୍ଡା କମିବ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଚ୍ଛନ୍ନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟାନ୍ୟ ଭାଗରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
ମେଘୁଆ ପାଗ ଯୋଗୁ ଆସନ୍ତା ଦୁଇଦିନ ଥଣ୍ଡା କମ୍‌ ରିହିବ। ୧୫ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ପୁଣି ବଢିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡି ୯.୫, ଫୁଲବାଣୀ ୯.୮, ଅନୁଗୋଳ ୧୦.୮, କୋରାପୁଟ ୧୦.୬, ଭବାନୀପାଟଣା ୧୧ , ତାଳଚେର ୧୪.୩, କେନ୍ଦୁଝର ୧୪ , ଝାରସୁଗୁଡା ୧୪.୪, ମାଲକାନଗିରି ୧୫.୫, ବୌଦ୍ଧ ୧୬.୫, କଟକ ୧୬.୪ ଏବଂ ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି...

୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ମହିଳା ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): କେତେକ ସ୍ବୟଂ ସହାୟକ ଗୋଷ୍ଠୀ ଓ ମହିଳାଙ୍କଠାରୁ ୨୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ମହିଳାଙ୍କୁ ରବିବାର ଗିରଫ...

ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍‌ଶୀଘ୍ର ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି  ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର...

କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍‌

କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ...

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବଡ଼ଚଣା ଗସ୍ତ: ଅନୁପସ୍ଥିତ ଥିବାରୁ ୧୦ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ଚଣ୍ଡିଖୋଲ,୨୧।୧(ଡି.ଏନ୍‌.ଏ.): ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ବଡ଼ଚଣା ଗସ୍ତରେ ଆସି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ବଡ଼ଚଣା ବାଳିକା ଉଚ୍ଚ ବିଦ୍ୟାଳୟକୁ...

ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍‌ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍‌ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍‌ ଶ୍ରୀ ଲିଙ୍ଗରାଜ ମନ୍ଦିର...

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି...

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର...

Advertisement

BGU

Archives

Model This Week

Why Dharitri