୩ ଜିଲାରେ ଘନକୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ୧୭ ତାରିଖଠାରୁ ପରବର୍ତ୍ତୀ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri