୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଦୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ପୁରୀ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୬ ତାରିଖରେ ମାଲକାନଗରି, କୋରାପୁଟ, ରାୟଗଡା, ଗଜପତି ଏବଂ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri