ତାତିରୁ ନିସ୍ତାର, ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ପାରଦ ଖସିଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀରେ ଖରାର ପ୍ରକୋପ କମ୍‌ ରହିଛି। ୩ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବ। ୨୪ରୁ ବର୍ଷାର ପ୍ରକୋପ ବଢ଼ିବ। ୨୬ ତାରିଖ ଯାଏ ତାପମାତ୍ରା ସାମାନ୍ୟ କମ୍‌ ରହି ୨୭ରୁ ପୁଣି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri