୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହି ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମୌସୁମୀ ଦୁର୍ବଳ ରହିଥିବାରୁ ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ୫୭.୪ ପ୍ରତିଶତ ବର୍ଷା ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୧୬, ହୀରାକୁଦ ୧୧.୪, ବାଲେଶ୍ୱର ୧୯.୬, ପାରାଦୀପ ୮ ଏବଂ କେନ୍ଦୁଝର ଜିଲାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri