୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ୧୮ ତାରିଖ ବେଳକୁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଜିଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସାଇବର ଠକେଇଜନିତ ଅଭିଯୋଗ ନେଇ ଗତ ଜାନୁୟାରୀ ୭ ତାରିଖରେ କମିଶନରେଟ ପୋଲିସ ପକ୍ଷରୁ ସାଇବର ହେଲ୍ପ ଡେସ୍କ ପ୍ରତିଷ୍ଠା କରାଯାଇଥିଲା। ଇତିମଧ୍ୟରେ ଏହି ହେଲ୍ପ...

ଚଳାଚଳ କରିପାରୁନି ଚାରିଚକିଆ

ବଇଣ୍ଡା,୧୪ା୯(ଡି.ଏନ.ଏ.) ପୂର୍ତ୍ତ ବିଭାଗର ୧୦ କିଲୋମିଟର ରାସ୍ତା ପିଚୁ ହେଲା। ଖର୍ଚ୍ଚ ହେଲା ପାଖାପାଖି ୭ କୋଟି ଟଙ୍କା। ହେଲେ ଦେଢ଼ବର୍ଷ ହେଲା ଏହା ନିର୍ମାଣ...

ରାଜଧାନୀରେ ଖୋଲିଲା ଶପିଂ ମଲ୍‌: ସର୍ତ୍ତାବଳୀ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜଧାନୀରେ ଖୋଲିଲା ଶପିଂ ମଲ୍‌। ରବିବାର ଲକ୍‌ଡାଉନ୍‌ ସତ୍ତ୍ୱେ ପୂର୍ବାହ୍ନରୁ ଅପରାହ୍ନ ୧ଟା ଯାଏ ମଲ୍‌ ଖୋଲିଛି। ପ୍ରଥମ ଦିନରେ ମଲ୍‌ରେ ପୂର୍ବପେକ୍ଷା ଭିଡ଼...

ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି,...

ଟିକା ନେଇ ନ ଥିବା ଲୋକଙ୍କୁ ଖୋଜାଯିବ

ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକାକରଣ ହିଁ ଏକମାତ୍ର ଅସ୍ତ୍ର। ଏଭଳି ସ୍ଥିତିରେ ଗ୍ରାମାଞ୍ଚଳରେ ବହୁ ଲୋକ ଆଦୌ ଟିକା ନେଇ ନ ଥିବା...

ପରୀକ୍ଷା ସମୟରେ ବିଦ୍ୟୁତ କାଟ ବନ୍ଦ ହେଉ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଚଳିତ ମାସ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଓ ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ପରେ ଯୁକ୍ତ ୩ ଏବଂ ସିବିଏସ୍‌ଇ...

୧୯ ରାଉଣ୍ଡ: ୬୨ ହଜାର ଭୋଟରେ ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତିର ୧୯ରାଉଣ୍ଡ ଫଳାଫଳ ଆସିଯାଇଛି। ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ଆଗୁଆ ମାଡ଼ି ଚାଲିଛି। ୧୯...

ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌: ଲୋକସେବା ଭବନରେ ହେବ ଶପଥ ଉତ୍ସବ

କଟକ ଅଫିସ୍‌,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ...

Advertisement
Archives

Model This Week