ଭିଜିବ ଦୀପାବଳି

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଭିଜିବ ଦୀପାବଳି। ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲି ପାଗ ଲାଗିରହିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ। ସେହିଭଳି ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲାରୁ ସ୍ବଳ୍ପରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ଏହାଛଡ଼ା ୪,୫ ଓ ୬ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri