୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ଭୋଟରେ ପ୍ରତିଫଳିତ ହେବ ଆଞ୍ଚଳିକ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୩ା୧: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୦,୫୮୭ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି । ଜିଲାର ବିଭିନ୍ନ ପ୍ରଶାସନିକ କାର୍ଯ୍ୟାଳୟରେ...

ପୂର୍ବତନ ତହସିଲଦାରଙ୍କ ନାଁରେ ମାମଲା: କୋର୍ଟ ପକ୍ଷରୁ ସମନ ଜାରି

ଦିଗପହଣ୍ଡି,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ପୂର୍ବତନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁଙ୍କ ବିରୋଧରେ ୧୪/୨୧ ଅନୁଯାୟୀ ଏକ ଫୌଜଦାରୀ ମାମଲା ରୁଜୁ ହୋଇଥିବା ଜଣାପଡିଛି।...

ଅସହାୟ ପ୍ରାଣୀଙ୍କ ପାଇଁ ଷ୍ଟେଟ ଆନିମଲ ହେଲ୍ପଲାଇନ ନମ୍ବର ଜାରି

ଭୁବନେଶ୍ୱର,୮।୬(ବ୍ୟୁରୋ): ବୁଲା, ଅସହାୟ ଓ ପରିତ୍ୟକ୍ତ ଅବସ୍ଥାରେ ଥିବା ପ୍ରାଣୀମାନଙ୍କୁ ସହାୟତା ଲାଗି ଷ୍ଟେଟ ଆନିମଲ ହେଲ୍ପଲାଇନ ଟୋଲ ଫ୍ରି ନମ୍ବର ଜାରି ହୋଇଛି। ମତ୍ସ୍ୟ...

ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ...

ଗ୍ରାମ୍ୟ ବ୍ୟାଙ୍କରେ ୩୫୦ରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କ ନାଁରେ ଋଣ

ଭୁବନେଶ୍ୱର,୨୦ା୯ (ସତ୍ୟଜିତ୍‌ ରାଉତ): ଇଷ୍ଟର୍ନ ମିଡିଆ ଲିମିଟେଡ୍‌ ସଂସ୍ଥା ଦ୍ୱାରା ପରିଚାଳିତ ଦୈନିକ ଖବରକାଗଜ ‘ସମ୍ବାଦ’ରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ...

ଦୁଃଶାସନ ହତ୍ୟା ମାମଲା, ୪ଜଣଙ୍କୁ ଅଟକ ରଖି ପୋଲିସର ତନାଘନା

ବୌଦ୍ଧ, ୨୧ା୪(ସ୍ବ.ପ୍ର) ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ...

କାଲିଠୁ ଅବିଶ୍ରାନ୍ତ ବର୍ଷିବ

ଭୁବନେଶ୍ୱର,୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ବୁଧବାରଠୁ...

ୱାଚ୍‌ ଟାୱାର ଉପରୁ ରଖାଯିବ ନଜର

ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ...

Advertisement
Archives

Model This Week