୧୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆସନ୍ତା ୧୫ ତାରିଖ ଯାଏ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଟପିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତ୍ରିର ତାପମାତ୍ରାରେ ମଧ୍ୟ ବୃଦ୍ଧି ଘଟିବ। ଓଡ଼ିଶା ଉପରେ ଏକ ଟ୍ରପଲାଇନ ରହିଛି। ଆସନ୍ତା ୧୬ ତାରିଖରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କେତେକ ଜାଗାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବୁଧବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୧୦.୫, କୋରାପୁଟରେ ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇଛି: ବର୍ଷାଦିନେ ଜଳବନ୍ଦୀ ସହରବାସୀ

କେନ୍ଦ୍ରାପଡ଼ା ଅଫିସ,୨୫ା୪: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ଦୀର୍ଘ ୬ ବର୍ଷ ପରେ ଶେଷ ହୋଇଛି। ଏହି ପରିଷଦ ପାଇଁ ପୌରାଞ୍ଚଳ ଡ୍ରେନେଜ୍‌ ସିଷ୍ଟମର ପୁନରୁଦ୍ଧାର...

ଆସିଲା କୁବେର କନଷ୍ଟେବଳଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା: ଠାବ ହେଲାଣି ୬ କୋଟି ୯୭ ଲକ୍ଷରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ବହିଷ୍କୃତ କୋଟିପତି କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା ସୋମବାର ଭିଜିଲାନ୍ସ ଜାରି କରିଛି । ପ୍ରସନ୍ନ ୬ କୋଟି ୯୭...

ସ୍ଲୁଇସ୍‌ ଗେଟ୍‌ର ଫାଟକ ମରାମତି କଲେ ଚାଷୀ

ପଦ୍ମପୁର, ୪ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତର ମେଳକସାହି ଠାରେ ଅବସ୍ଥିତ ସ୍ଲୁଇସ ଗେଟର ଫାଟକକୁ ସୋମବାର ଚାଷୀ ମାନେ ମିଳିତ ଉଦ୍ୟମରେ...

ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ

ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ...

ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା

ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ...

ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା...

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପଦ୍ମପୁର,୯।୧୨(ଡି.ଏନ୍‌.ଏ.): ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ଦହିତା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ) ପୁରନ୍ଦର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି...

Advertisement
Archives

Model This Week