୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଜପତି ଜିଲାର ଆର. ଉଦୟଗିରିରେ ୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୂଆପଡା ୨, ସମ୍ବଲପୁରର ବୁର୍ଲାରେ ୨, ଝାରସୁଗୁଡ଼ାର ଲଖନପୁରରେ ୨, ଲଇକେରାରେ ୧, ସୁନ୍ଦରଗଡ଼ର ହେମଗିରିରେ ୧, ହୀରାକୁଦ, ବରଗଡ଼ର ଅତାବିରା, ରାୟଗଡା, ଗଞ୍ଜାମର ମାଧମରିଡା, ଗଜପତିର ମହେନ୍ଦ୍ରଗଡ, କୁଚିଣ୍ଡା, ଜମନକିରା, ସମ୍ବଲପୁରରେ ୧ ସେଣ୍ଟିମିଟର ଲେଖାଏ ବର୍ଷା ହୋଇଛି। ଆସନ୍ତା ୫ ଓ ୬ ଦୁଇଦିନ ଧରି ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଟ୍ରପ୍‌ ଲାଇନ, ବଙ୍ଗୋପସାଗର ଏବଂ ଆରବସାଗର ପଟୁ ପ୍ରବାହିତ ବାୟୁ ରାଜ୍ୟରେ ବର୍ଷା କରାଇବ। ଏଥିଯୋଗୁ ଢେଙ୍କାନାଳ, ଅନୁଗୋଳ, ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧ ତାରିଖରୁ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ ନ କରି ନିଜ ଇଚ୍ଛାରେ ଖାଉଛନ୍ତି ଔଷଧ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଲାଣି କରୋନାର ‘ହିଡ଼େନ୍‌ କେସ୍‌’ ବା ‘ଲୁକ୍କାୟିତ ମାମଲା’। କରୋନା ଲକ୍ଷଣ ଥିଲେ ବି ଲୋକେ ଟେଷ୍ଟ କରିବାକୁ ଆସୁନାହାନ୍ତି।...

ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା...

୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭...

ସୋସିଆଲ୍ ମିଡିଆରେ ଅପପ୍ରଚାର କାର୍ଯ୍ୟ ନୀନ୍ଦନୀୟ, ଡିଜିଟାଲ ଫୁଟପ୍ରିଣ୍ଟ କଥା ଭୁଲନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ଘଡ଼ିସନ୍ଧି ମୁହୂର୍ତ୍ତରେ ଯେକୌଣସି ଅପପ୍ରଚାର, ସନ୍ଦେହଜନକ ଜିନିଷ ବିଷୟରେ ସୋସିଆଲ୍ ମିଡିଆରେ ସେୟାର କରିବା, ଟ୍ୱିଟ଼ କରିବା ନୀନ୍ଦନୀୟ ବିଷୟ...

ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ

ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ...

‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର...

ପଦାରେ ପଡ଼ିଲା ବିଫଳତା

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୬୭ ଓ୍ବାର୍ଡରେ ମୋଟ ୬୫୦ କି.ମି. ଆଭ୍ୟନ୍ତରୀଣ ଡ୍ରେନ୍‌ ଓ ୬୦ କି.ମି. ମୁଖ୍ୟ ଡ୍ରେନ୍‌ ରହିଛି।...

ସିଟି ହସ୍ପିଟାଲ: ସମସ୍ତଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ

କଟକ ଅଫିସ,୨୮।୫: ସିଟି ହସ୍ପିଟାଲର ଜଣେ ଶିଶୁରୋଗ ବିଶେଷଜ୍ଞ କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୦ ଜଣ କର୍ମଚାରୀଙ୍କ ସ୍ବାବ୍‌ ନମୁନା...

Advertisement
Archives

Model This Week