ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୭ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼କ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ପଶ୍ଚିମ ଓଡ଼ିଶାରେ ୧୨ରୁ ୧୪ ତାରିଖ ଯାଏ ତାପମାତ୍ରା ବଢ଼ିବ । ପଶ୍ଚିମ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଦକ୍ଷିଣ ଓ ଉତ୍ତରରେ ଏହି ତିନି ଦିନ ତାପମାତ୍ରା ୪୪ ଡିଗ୍ରୀ ଟପିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।

ଉପକୂଳ ଓଡ଼ିଶାରେ ୧୪ ତାରିଖ ପର୍ଯ୍ୟନ୍ତ ତାପମାତ୍ରା କମ୍‌ ରହିବ। ୯, ୧୦ ଓ ୧୧ରେ ତାପମାତ୍ରା ପୁଣି ୧ ଡିଗ୍ରୀ ଯାଏ କମିବ। ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ଯୋଗୁ ବାୟୁର ଦିଗ ପରିବର୍ତ୍ତନ ହେବ। ସେହିପରି କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ତାତି ଅଧିକ ରହିବ। କିନ୍ତୁ ୧୨ରୁ ୧୪ ତାରିଖ ଯାଏ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri