ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିବା ସହିତ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଉପକୂଳ ଜିଲାଗୁଡ଼ିରେ ବର୍ଷା ହେବ। ଏଥିପାଇଁ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ,ଅନୁଗୋଳ, ସୁନ୍ଦରଗଡ଼ ଜିଲାକୁ ସତର୍କତା ଜାରି କରାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ। ୬ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏସ୍‌ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ

ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ...

ଆସିଲା ୨୯ ଡିଏନ୍‌ଏ ରିପୋର୍ଟ, ୬ ମୃତଦେହ ହସ୍ତାନ୍ତର

ଭୁବନେଶ୍ୱର,୧।୭(ଅଭିଜିତ ଦାସ): ଜୁନ୍‌ ୨ ବାଲେଶ୍ୱର ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି। ତେବେ ବିଳମ୍ବ ସତ୍ତ୍ୱେ ଚିହ୍ନଟ...

୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁବାର ଗଞ୍ଜାମ...

ବଳାତ୍କାର ଉଦ୍ୟମ ବିଫଳ ପରେ ଛାତ୍ରୀଙ୍କ ବେକ କାଟିଥିବା ଯୁବକ ଗିରଫ

ବିନିକା,୧୮ା୪: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସାନଭାଲୁପାଲି ଅଞ୍ଚଳର ଜଣେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏଥିରେ ଯୁବକ ଜଣକ ବିଫଳ ହୋଇ ଛାତ୍ରୀଙ୍କୁ...

ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ

ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...

CORONAVIRUS UPDATE: ରାଜ୍ୟରେ ୪୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୨୩ଜଣ ଲୋକାଲ କେସ୍‌ ଥିବା...

ଅଭିଯୋଗ ପାଇଁ ଘରକୁ ଯିବ ପୋଲିସ

ଭୁବନେଶ୍ୱର,୫।୫(ବ୍ୟୁରୋ):ଆଜିଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡ଼ାଉନ୍‌ ଲାଗୁ ହେଉଛି। ଏହି ସମୟରେ ସହରାଞ୍ଚଳରେ ଶଟ୍‌ଡାଉନ୍‌ କଟକଣା ମଧ୍ୟ ଜାରି ରହିବ। ତେଣୁ କଟକ ଓ ଭୁବନେଶ୍ୱରରେ...

ମୃତ ହେଟାବାଘର ନଖ କାଟିନେଲେ

କୋକସରା:୧୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ସାଗରପଡ଼ା ନିକଟରେ ଏକ ଗାଡି ଧକ୍କାରେ ଏକ ହେଟାବାଘର ମୃତ୍ୟୁ ଘଟିଛି। ବାଘଟି ରାସ୍ତା...

Advertisement
Archives

Model This Week