ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୩୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ। ଅର୍ଥାତ୍‌ ନୂଆବର୍ଷ ବେଳକୁ ପ୍ରବଳ ଶୀତ ଅନୁଭୂତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଶନିବାର ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନବରଙ୍ଗପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri