Posted inଜାତୀୟ

ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଲଦାଖରେ ତୁଷାରପାତ, ବର୍ଷା ସମ୍ଭାବନା: ଏହି ସବୁ ରାଜ୍ୟକୁ ସତର୍କ କଲା ଆଇଏମ୍‌ଡି

ନୂଆଦିଲ୍ଲୀା,୨୫।୧: ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏପରିକି ବୁଧବାର ରାତିରେ ହାଲୁକା ବର୍ଷା ହେବାରୁ ଥଣ୍ଡା ଆହୁରି ବଢିଯାଇଛି।

ଆଇଏମ୍‌ଡି ସୂଚନା ମୁତାବକ, ଜାନୁଆରୀ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ହିମାଳୟ ନିକଟବର୍ତ୍ତୀ ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର ଏବଂ ଲଦାଖ ଅଞ୍ଚଳରେ ତୁଷାରପାତ ଏବଂ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ଦୁଇରୁ ତିନି ଦିନ ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଉପ-ହିମାଳୟ ପଶ୍ଚିମବଙ୍ଗ, ସିକିମ, ଓଡିଶା, ଉପକୂଳ ଆନ୍ଧ୍ରପ୍ରଦେଶ, କେରଳ, ସିକିମ ଏବଂ ଛତିଶଗଡ଼ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଗୁରୁବାର ସକାଳେ ଦିଲ୍ଲୀ-ଏନ୍‌ସିଆର୍‌ରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଫଳରେ ପ୍ରାୟ ୧୨୨ ବିମାନ ଦିଲ୍ଲୀ ବିମାନବନ୍ଦରରୁ ବିଳମ୍ବରେ ଉଡ଼ାଣ କରିଥିଲା।

ଆଇଏମ୍‌ଡି ସୂଚନା ମୁତାବକ, ଜାନୁଆରୀ ୨୮ ପର୍ଯ୍ୟନ୍ତ ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶର କେତେକ ସ୍ଥାନରେ ଘନ କୁହୁଡ଼ି ରହିପାରେ। ଫଳରେ ସମ୍ପୃକ୍ତ ଅଞ୍ଚଳ ପାଇଁ ଆଇଏମ୍‌ଡି ପକ୍ଷରୁ ସତର୍କତା ସୂଚନା ଜାରି କରାଯାଇଛି। ଗୁରୁବାର ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୧୮ ଡିଗ୍ରୀ ସେଲସିୟସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?