ପାରିବାରିକ କଳହରୁ ବାପା-ମାଆଙ୍କୁ ହାଣିଦେଲା ପୁଅ; ଦୁହେଁ ଗୁରୁତର

ଚାନ୍ଦବାଲି,୨୨।୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ତଳବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ପୁଅ ନିଜ ବାପା ଓ ମାଆଙ୍କୁ ଧାରୁଆ ଅସ୍ତ୍ରରେ ହାଣି ଦେଇଛି।

ଆକ୍ରମଣରେ ବୃଦ୍ଧ ବାପା ଓ ମାଆ ଉଭୟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ମାତ୍ର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri