୨ରେ ଖୋଲିବ ଚନ୍ଦକା-ଡମପଡ଼ା ଅଭୟାରଣ୍ୟ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଅକ୍ଟୋବର୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରେ ଖୋଲିବ ବୋଲି ଡିଏଫ୍‌ଓ କେଦାର ସ୍ବାଇଁ କହିଛନ୍ତି। କୋଭିଡ୍‌ କଟକଣାରେ ଖୋଲିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିବାବେଳେ କୋଭିଡ୍‌ ନିୟମ ମାନି ପର୍ଯ୍ୟଟକ ପ୍ରବେଶ କରିବେ। ଏଥିନିମନ୍ତେ ସାମାଜିକ ଦ୍ୱରତ୍ୱ ସହ ମାସ୍କ ପିନ୍ଧିବାକୁ ପଡ଼ିବ। ଏହି ଅଭୟାରଣ୍ୟ ୭ମାସ ପରେ ଚାରିଟି ରେଞ୍ଜରେ ଥିବା ୪ ପରିବେଶ ପର୍ଯ୍ୟଟନସ୍ଥଳି ଖୋଲିବ। ଡେରାସ, ଗୋଡ଼ିବାରି, ଭରତପୁର ଓ ଡମପଡ଼ା ବ୍ୟତୀତ ଅନ୍ୟ ଦୁଇଟି ପରିବେଶ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ଦେଖିବାର ସୁଯୋଗ ପାଇବେ। ପର୍ଯ୍ୟଟକମାନେ ଜଙ୍ଗଲ ସଫାରି, ନେଚର କ୍ୟାମ୍ପ, ହାତୀ ଅଭୟାରଣ୍ୟ, ଡେରାସ ଡ୍ୟାମ ଉପଭୋଗ କରିବେ। ପର୍ଯ୍ୟଟକଙ୍କ ରାତ୍ରି ରହଣି ପାଇଁ ବାହାରୁ ଖାଦ୍ୟ ନ ଆଣି ଏଠାରେ ଥିବା ମେନୁ ଅନୁଯାୟୀ ଖାଦ୍ୟ ଯୋଗଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?