ଚନ୍ଦାଙ୍କ ସ୍ବାମୀ ଦୀପକ କୋଚ୍ଚର ଗିରଫ

ନୂଆଦିଲ୍ଲୀ,୮।୯ : ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚରଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ଗିରଫ କରିଛି। ବେଆଇନ ଅର୍ଥ କାରବାର ଆଇନ ଅଧୀନରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି। ପ୍ରାୟ ଦେଢ ବର୍ଷ ପୂର୍ବରୁ ଇଡି ଏମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ନିକଟରେ ଇଡି ଦୀପକ କୋଚ୍ଚରଙ୍କୁ ଜେରା କରିଥିଲା। ତାଙ୍କ ବିରୋଧରେ ଠୋସ୍‌ ପ୍ରମାଣ ଏହି ଏଜେନ୍ସି ହାତରେ ଲାଗିଥିବା କୁହାଯାଉଛି। ଦୀପକଙ୍କ କମ୍ପାନୀ ନ୍ୟୁ ପାଓ୍ବାର ରିନୁଏବୁଲ୍ସ ଦ୍ୱାରା ବେଆଇନ ଅର୍ଥ କାରବାର ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri