ଚାନ୍ଦି ଭଣ୍ଡାରର ସ୍ବତନ୍ତ୍ର ‘ୱିଣ୍ଟର ୱେଡିଂ କଲେକ୍ସନ’

ନୂଆଦିଲ୍ଲୀ, ୨୨।୧(ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାରର ସ୍ବତନ୍ତ୍ର ଓ୍ବିଣ୍ଟର ଓ୍ବେଡିଂ କଲେକ୍ସନକୁ ଶନିବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ କହିଛନ୍ତି, ଓଡ଼ିଶାର ଜଣାଶୁଣା ୪ ଯୁବ କଳାକାରଙ୍କୁ ନେଇ ଏକ ଗତିଶୀଳ ବିଜ୍ଞାପନ କ୍ୟାମ୍ପେନ ସହ ଚଳିତ ବିବାହ ଋତୁକୁ ସ୍ବାଗତକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଉକ୍ତ କ୍ୟାମ୍ପେନ୍‌ କେବଳ ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ କଲେକ୍ସନକୁ ପ୍ରଦର୍ଶିତ କରୁନାହିଁ, ଏହା ମଧ୍ୟ ସମ୍ପର୍କରେ ଉପହାରର ମହତ୍ତ୍ୱକୁ ପ୍ରତିପାଦିତ କରୁଛି।

ଉକ୍ତ ସଂଯୋଗ ଯାହା ଆମ ହୃଦୟରେ ସ୍ବତନ୍ତ୍ର ସ୍ଥାନ ବଢାଇଥାଏ। ତାହା ଭାବପ୍ରବଣତାର ଗଭୀରତା,ଖୁସି ବିନିମୟ ଏବଂ ପ୍ରକୃତ ସଂଯୋଗର ଭାବନା ଦ୍ୱାରା ଚିହ୍ନିତ ହୋଇଥାଏ। ଅପରପକ୍ଷରେ ଉତ୍ସବ ଋତୁର ଖୁସି ବାଣ୍ଟିବା ପାଇଁ ଚାନ୍ଦି ଭଣ୍ଡାର ତା’ର ଗ୍ରାହକଙ୍କ ପାଇଁ ଏକ୍ସକ୍ଲୁସିଭ୍‌ ଅଫର ଆଣିଛି। ଏହି ଅଫର ୨୦୨୪ ଜାନୁଆରୀ ୩୧ ଯାଏ ଉପଲବ୍ଧ ରହିଥିବାବେଳେ ଉକ୍ତ ଅଫର ଅନ୍ତର୍ଗତ ରୁପା ଗହଣା ଏବଂ କଳାକୃତିର ଗଢ଼ା ମଜୁରି ଉପରେ ୨୦% ପର୍ଯ୍ୟନ୍ତ ସ୍ବତନ୍ତ୍ର ରିହାତି ଦିଆଯାଉଛି।

ଉଲ୍ଲେଖଯୋଗ୍ୟ, ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ଶହୀଦ ନଗର, ପଟିଆ, ଜନପଥ, ସୌଭାଗ୍ୟନଗର,ରସୁଲଗଡ଼ ସମେତ ରାଉରକେଲା, ଅନୁଗୋଳ, କଟକ, ଯାଜପୁର ରୋଡ୍‌, ବ୍ରହ୍ମପୁର ଏବଂ ବାଲେଶ୍ୱରଠାରେ ଏହି ସୁବିଧା ଉପଲବ୍ଧ। ଉପରୋକ୍ତ ଷ୍ଟୋରଗୁଡିକରେ ଭିନ୍ନ ଭିନ୍ନ ଗହଣା ସମେତ କଟ୍‌ଲେରି, ସିଲ୍‌ଭର୍‌ୱେର ଏବଂ କର୍ପୋରେଟ୍‌ ଉପହାରର ବ୍ୟାପକ ସମ୍ଭାର ଉପଲବ୍ଧ। ଏପରିକି ଦେଶ(ଭାରତ)ର ବିଭିନ୍ନ କୋଣରୁ ସୁନ୍ଦର ଗହଣା ପିସ୍‌ ସହିତ ସର୍ବୋତ୍ତମ ଓଡ଼ିଆ କାରୁକାର୍ଯ୍ୟକୁ ଚାନ୍ଦି ଭଣ୍ଡାର ଗ୍ରାହକଙ୍କ ନିକଟକୁ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri