Posted inଜାତୀୟ

ରେକର୍ଡ ଭୋଟରେ ଜିତିଲେ ଚାଣ୍ଡି ଓମେନ୍‌

ଥିରୁଭାନନ୍ତପୁରମ୍‌,୮।୯: କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍‌) ପ୍ରାର୍ଥୀ ଚାଣ୍ଡି ଓମେନ କେରଳରେ ପୁଥୁପାଲ୍ଲି ବିଧାନସଭା ନିର୍ବାଚନରେ ରେକର୍ଡ ୩୬,୪୫୪ ଖଣ୍ଡ ଭୋଟ ବ୍ୟବଧାନରେ ଜିତିଛନ୍ତି। ୨୦୧୧ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ୱାଣ୍ଡି ସିପିଏମର ସୁଜା ସୁଜନ ଜର୍ଜଙ୍କ ବିପକ୍ଷରେ ୩୩,୨୫୫ ଭୋଟରେ ବିଜୟୀ ହୋଇଥିଲେ। ୧୧ ବର୍ଷ ପରେ ଓମେନ ଚାଣ୍ଡିଙ୍କ ପୁଅ ଚାଣ୍ଡି ଓମେନ ୩୬,୪୫୪ ଭୋଟରେ ଜିତି ପୁରୁଣା ରେକର୍ଡ ଭାଙ୍ଗିଛନ୍ତି।
କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ମୃତ୍ୟୁ ପରେ ପୁଥୁପାଲ୍ଲି ଆସନ ଖାଲି ପଡିଥିଲା। ଏହି ଆସନରୁ ତାଙ୍କ ପୁଅ ଚାଣ୍ଡି ଓମେନ ପ୍ରାର୍ଥୀ ହୋଇଥିବାବେଳେ ସିପିଏମର ଯୁବ ନେତା ଜ୍ୟାକ ସି ଥୋମାସଙ୍କୁ ଏଲ୍‌ଡିଏଫ୍‌ ପ୍ରାର୍ଥୀ କରାଯାଇଥିଲା। ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ଲିଜିନ ଲାଲ ପ୍ରାର୍ଥୀ କରିଥିବାବେଳେ ପ୍ରଥମ ଥର ପାଇଁ ଏହି ନିର୍ବାଚନମଣ୍ଡଳୀରେ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ଲୁକଙ୍କୁ ପ୍ରାର୍ଥୀ କରିଥିଲା। ସେପ୍ଟେମ୍ବର ୫ରେ ପୁଥୁପାଲ୍ଲି ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri