Posted inଜାତୀୟ

ଚଣ୍ଡିଗଡ଼ ମେୟର ନିର୍ବାଚନ: ସୁପ୍ରିମକୋର୍ଟରେ କ୍ଷମାଯାଚନା କଲେ ରିଟର୍ଣ୍ଣିଂ ଅଫିସର ଅନିଲ ମସିହ, କହିଲେ ଏମିତି…

ଚଣ୍ଡିଗଡ଼,୬।୪: ଚଣ୍ଡିଗଡ଼ ମେୟର ନିର୍ବାଚନରେ ରିଟର୍ଣ୍ଣିଂ ଅଫିସର ଥିବା ଅନିଲ ମସିହ ଭୋଟ୍‌ପତ୍ର ଏପଟସେପଟ କରିଥିବା ମାମଲାରେ ସୁପ୍ରିମକୋର୍ଟରେ ନିସର୍ତ୍ତ କ୍ଷମା ମାଗିଛନ୍ତି। ପ୍ରଧାନ ବିଚାରପତି ଡି.ୱାଇ.ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ପୀଠ ମସିହଙ୍କ ବିରୋଧରେ ସିଆରପିସିର ଧାରା ୩୪୦ରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲେ । କାରଣ ସେ ୮ଟି ଭୋଟପତ୍ରକୁ ଅବୈଧ କରିଦେଇଥିଲେ ଓ କୋର୍ଟରେର୍ଟ ଭୁଲ ବୟାନ ଦେଇଥିଲେ ।

ଶୁଣାଣିବେଳେ ଅନିଲଙ୍କ ପକ୍ଷରୁ କୋର୍ଟରେ ଉପସ୍ଥିତ ବରିଷ୍ଠ ଓକିଲ ମୁକୁଲ ରହତୋଗୀ ପୀଠଙ୍କୁ କହିଛନ୍ତି, ‘ଏହା ଉପରେ ମୁଁ ନିସର୍ତ୍ତ କ୍ଷମାଯାଚନା କରିଛି । କେବଳ ଏତିକି କହିବି ସେତେବେଳେ ଭୀଷଣ ଚାପରେ ଥିଲି । ସେ ତାଙ୍କର ପ୍ରଥମ ଆଫିଡେଭିଟକୁ ପ୍ରତ୍ୟାହାର କରିନେବେ। ସିଜେଆଇ ଏହି ମାମଲାର ପରବର୍ତ୍ତି ଶୁଣାଣି ଜୁଲାଇ ୨୩କୁ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri