Posted inଜାତୀୟ

ଭାଜପା, କଂଗ୍ରେସକୁ ପଛରେ ପକାଇଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ନିର୍ବାଚନ ଫଳାଫଳ ପ୍ରଭାବ ରହିବ ବୋଲି କୁହାଯାଉଛି। ୨୪ ଡିସେମ୍ବରରେ ମ୍ୟୁନିସିପାଲିଟି କର୍ପୋରେସନର ୩୫ଟି ସିଟ ପାଇଁ ଭୋଟ ଗ୍ରହଣ କରାଯାଇଥିଲା। ଭୋଟ ଗଣନାରେ ଏପର୍ଯ୍ୟନ୍ତ କଂଗ୍ରେସ ଗୋଟିଏ ଆସନ ଜିତିଛି। ଏଥିସହିତ ଆମ ଆଦମୀ ପାର୍ଟି ୮, ଭାଜପା ୫ ଏବଂ କଂଗ୍ରେସ ୪ ଏବଂ ଅକାଳୀ ଦଳ ଗୋଟିଏ ଆସନରେ ଆଗୁଆ ରହିଛି।
ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନରେ ସମୁଦାୟ ୩୫ଟି ୱାର୍ଡ ଅଛି। ଭୋଟ ଗଣନା ପାଇଁ ୯ଟି ଗଣନା କେନ୍ଦ୍ର ଗଠନ କରାଯାଇଛି। ଭୋଟ ଗଣତି ସକାଳ ୯ଟାରୁ ଆରମ୍ଭ ହୋଇଥିଲା। ଏଥର ନିର୍ବାଚନରେ ୬୦ ପ୍ରତିଶତ ମତଦାନ କରାଯାଇଥିଲା। ଏଥର ମୋଟ ୬ ଲକ୍ଷ ୩୩ ହଜାର ୪୭୫ ଭୋଟର ଭୋଟ ଦେଇଛନ୍ତି। ଗତ ନିର୍ବାଚନ ଅପେକ୍ଷା ଏହା ଟିକିଏ ଅଧିକ। ୨୦୧୬ ନିର୍ବାଚନରେ ୫୯.୫ ପ୍ରତିଶତ ଭୋଟର ମତ ଦେଇଛନ୍ତି। ୨୦୧୬ ମସିହାରେ, ଚଣ୍ଡିଗଡ଼ରେ ସମୁଦାୟ ୨୬ଟି ୱାର୍ଡ ଥିଲା। ଏବେ ଏହାକୁ ୩୫କୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri