Posted inଜାତୀୟ

ପ୍ରକାଶ ସିଂ ବାଦଲଙ୍କ ଶେଷ କୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼,୨୭।୪: ପଞ୍ଜାବରେ ୫ ଥର ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ପ୍ରକାଶ ସିଂ ବାଦଲଙ୍କର ଶେଷ କୃତ୍ୟ ଗୁରୁବାର ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁଖବୀର ସିଂ ବାଦଳ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ଘୋଡାଇ ଦେବା ସହ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବାଦଲଙ୍କର ଶେଷ କୃତ୍ୟ ସମ୍ପନ୍ନ କରାଯାଇଛି। ବାଦଲଙ୍କ ଅନ୍ତିମ ଯାତ୍ରାରେ ତାଙ୍କ ପୁଅ ସୁଖବୀର ସିଂ ବାଦଲ, ଜ୍ୱାଇଁ ଆଦେଶ ପ୍ରତାପ କୌର, ଭଣଜା ମନଦୀପ ବାଦଲଙ୍କ ସମେତ ପରିବାର ସଦସ୍ୟ ସାମିଲ ହୋଇଥିଲେ।
ପ୍ରକାଶ ସିଂ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏନସିପିର ବରିଷ୍ଠ ନେତା ଶରଦ ପାଓ୍ବାର, ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଦି ପହଞ୍ଚିଥିଲେ। ଲାଗୁଥିଲା ଯେମିତି ସମଗ୍ର ପଞ୍ଜାବବାସୀଙ୍କ ଆଖି ଲୁହରେ ଭିଜି ଯାଇଛି। ବୁଧବାର ପ୍ରକାଶ ସିଂ ବାଦଲଙ୍କ ପାର୍ଥିବ ଶରୀର ତାଙ୍କ ଗାଁକୁ ନିଆଯାଇଥିବା ବେଳେ ଗୁରୁବାର ଲାମ୍ବିରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri