ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି ପରିସ୍ଥିତିରେ ଶ୍ରାବଣ ପୂର୍ଣ୍ଣିମା ଏବଂ ରକ୍ଷାବନ୍ଧନ ୨୮ ଅଗଷ୍ଟରେ ଅଛି। ଏହି ଦିନ ଗ୍ରହଣର ସଂଯୋଗ ବନୁଛି। ଶ୍ରାବଣ ପୂର୍ଣ୍ଣିମା ଅର୍ଥାତ୍ ରକ୍ଷାବନ୍ଧନ ଦିନ ଚନ୍ଦ୍ର ଗ୍ରହଣ ଲାଗିବ। ଗ୍ରହଣ ସକାଳ ୬ ଟା ୫୫ ମିନିଟରୁ ଆରମ୍ଭ କରି ଦ୍ୱିପ୍ରହର ୧୨ଟା ୩୦ ମିନିଟ ପର୍ଯ୍ୟନ୍ତ ରହିବ। ଏହି ଗ୍ରହଣ ଭାରତରେ ନଜର ଆସିବ ନାହିଁ। ଏହାର ସୂତକ କାଳ ମଧ୍ୟ ମାନ୍ୟ ହେବ ନାହିଁ।

ଚନ୍ଦ୍ର ଗ୍ରହଣ ଲାଗିବା କାରଣରୁ ମେଷ ରାଶିର ଲୋକଙ୍କୁ ସ୍ବାସ୍ଥ୍ୟ ସହିତ ଜଡିତ ସମସ୍ୟା ହୋଇପାରେ। ଏହି ଲୋକଙ୍କୁ ଆର୍ଥିକ ଭାବରେ ପରିଶ୍ରାନ୍ତ ହେବାକୁ ପଡ଼ିପାରେ। ବ୍ୟାପାରରେ କ୍ଷତି ଏବଂ ପାର୍ବାରିକ ଜୀବନରେ ଚାପ ବଢ଼ିପାରେ।

ସିଂହ ରାଶିର ଲୋକଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଅଶୁଭ ପ୍ରମାଣିତ ହେବ। ଏମାନଙ୍କୁ ଟଙ୍କା ପଇସା ଲେଣଦେଣରେ ସତର୍କ ରହିବାକୁ ପଡ଼ିବ। ଆର୍ଥିକ ଅନଟନ ଏବଂ କୌଣସି ନିକଟତମ ବ୍ୟକ୍ତିଙ୍କ ସହିତ ଝଗଡ଼ା ହେବା କାରଣରୁ ମନ ଦୁଃଖ ରହିବ। କାର୍ଯ୍ୟସ୍ଥଳରେ ଚାପ ବଢ଼ିପାରେ।

ରକ୍ଷାବନ୍ଧନରେ ଲାଗୁଥିବା ଗ୍ରହଣ କନ୍ୟା ରାଶି ପାଇଁ ମୁସକିଲ ସୃଷ୍ଟି କରିପାରେ। ଭାଗିଦାରୀ କାମରେ କ୍ଷତି ହୋଇପାରେ। ବୈବାହିକ ଜୀବନରେ ଚାପ ବଢ଼ିପାରେ। ଏହି ଲୋକଙ୍କ କାମରେ ବାଧାବିଘ୍ନ ଆସିବ। ଆପଣଙ୍କୁ ଜଲଦବାଜିରୁ ବଞ୍ଚିବାକୁ ପଡ଼ିବ।

ମେଷ, ସିଂହ ଏବଂ କନ୍ୟା ରାଶି ଉପର ଏହାର ଖରାପ ପ୍ରଭାବ ପଡ଼ିବ। ଏଭଳି ସ୍ଥିତିରେ ବର୍ତ୍ତିବା ପାଇଁ ମେଷ ରାଶିର ଲୋକମାନେ ଗ୍ରହଣ ଦିନ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରିବା ଉଚିତ। ସିଂହ ରାଶିର ଲୋକମାନେ ଶିବଲିଙ୍ଗରେ ଜଳ ଏବଂ ବେଲପତ୍ର ଚଢ଼ାନ୍ତୁ। କନ୍ୟା ରାଶିର ଲୋକମାନେ ବୁଧବାର ଦିନ ଦରକାରୀ ଲୋକମାନଙ୍କୁ ଅନ୍ନ ଏବଂ ଧନ ଦାନ କରିବା ଉଚିତ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?