ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଏହି ଲୋକମାନଙ୍କର ମାନସିକ ଚାପ ବୃଦ୍ଧି ପାଇପାରେ।
କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ
୨୮ ଅଗଷ୍ଟ ରକ୍ଷାବନ୍ଧନ ଦିନ ଚନ୍ଦ୍ର, ଶନିଙ୍କ ରାଶି କୁମ୍ଭରେ ବିରାଜମାନ କରିବେ। ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଲାଗିବ। ଜ୍ୟୋତିଷୀୟ ଏବଂ ଖଗୋଳୀୟ ଦୃଷ୍ଟିକୋଣରୁ ଏହି ଗ୍ରହଣ ଅତ୍ୟନ୍ତ ଖାସ୍‌ ରହିବ। ଜ୍ୟୋତିଷବିତ୍‌ମାନଙ୍କ ଅନୁସାରେ, ଗ୍ରହଣର ପ୍ରଭାବ ଯୋଗୁଁ ୫ଟି ରାଶିର ଲୋକଙ୍କୁ ଚିନ୍ତିତ ହେବାକୁ ପଡ଼ିପାରେ।
ବୃଷ ରାଶି
ବୃଷ ରାଶିର ଲୋକଙ୍କୁ ଟଙ୍କାପଇସା ମାମଲାରେ ସାବଧାନ ରହିବାକୁ ପଡ଼ିବ। ଆପଣଙ୍କର ଆର୍ଥିକ କ୍ଷତି ହୋଇପାରେ। ନିବେଶ କରିବା ପୂର୍ବରୁ ଭଲଭାବେ ଯାଞ୍ଚ-ପରଖ କରିନିଅନ୍ତୁ। ବୃଥା ଖର୍ଚ୍ଚ କରିବାରୁ ବଞ୍ଚନ୍ତୁ। ଆର୍ଥିକ ସମସ୍ୟା ଯୋଗୁଁ ମାନସିକ ଚାପ ହୋଇପାରେ।
କର୍କଟ ରାଶି
କର୍କଟ ରାଶିର ବ୍ୟକ୍ତିମାନଙ୍କୁ ଗ୍ରହଣ ହେତୁ ମାନସିକ ଚାପ ହୋଇପାରେ। ଆପଣଙ୍କ ଘର-ପରିବାରରେ ସମ୍ପର୍କ ପ୍ରଭାବିତ ହୋଇପାରେ। କୌଣସି ବିବାଦ ଏବଂ ଝଗଡ଼ାରୁ ବଞ୍ଚିବା ପାଇଁ ନିଜ କଥାବାର୍ତ୍ତା ଉପରେ ସଂଯମ ରଖନ୍ତୁ। ଆପଣମାନଙ୍କୁ ଖର୍ଚ୍ଚ କମାଇବାକୁ ଚେଷ୍ଟା କରିବା ଉଚିତ୍।
ସିଂହ ରାଶି
ସିଂହ ରାଶିର ଲୋକଙ୍କୁ ଚନ୍ଦ୍ରଗ୍ରହଣର ଅଶୁଭ ପ୍ରଭାବରୁ ସାବଧାନ ରହିବାକୁ ପଡ଼ିବ। ସିଂହ ରାଶିର ଲୋକଙ୍କୁ ଚାକିରି ଏବଂ ବ୍ୟବସାୟରେ ଅସୁବିଧା ହୋଇପାରେ। ଆପଣଙ୍କର ଚାପ ବଢ଼ିପାରେ। କାମର ଚାପ କରିପାରେ। ଧୈର୍ଯ୍ୟହରା ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଭାବିଚିନ୍ତି କାମ କରନ୍ତୁ।
ବିଛା ରାଶି
ବିଛା ରାଶିର ଲୋକଙ୍କୁ କାର୍ଯ୍ୟକ୍ଷେତ୍ରରେ ଅଧିକ ଦାୟିତ୍ୱ ମିଳିପାରେ। ଏହା ଯୋଗୁଁ ଆପଣମାନଙ୍କୁ ମାନସିକ ଚାପ ହୋଇପାରେ। ବିଛା ରାଶିର ଲୋକଙ୍କୁ ଅଧିକ ଚିନ୍ତା କରିବାରୁ ବଞ୍ଚିବାକୁ ପଡ଼ିବ ଏବଂ କାମ ଉପରେ ଧ୍ୟାନ ଦେବା ଉଚିତ୍।
ମୀନ ରାଶି
ମୀନ ରାଶିର ଲୋକଙ୍କୁ ସ୍ୱାସ୍ଥ୍ୟ, ଆର୍ଥିକ ସ୍ଥିତି ଏବଂ ସମ୍ପର୍କ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅଧିକ ଖର୍ଚ୍ଚରୁ ବଞ୍ଚନ୍ତୁ ଏବଂ ବିବାଦ ଏଡ଼ାଇବା ପାଇଁ କଥାବାର୍ତ୍ତାରେ ସଂଯମତା ରଖନ୍ତୁ। କୌଣସି ବି ଆର୍ଥିକ ନିଷ୍ପତ୍ତି ଶୀଘ୍ରତାର ସହ ନିଅନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଅଗରକର ଜଣେ ଅହଙ୍କାରୀ ଚୟନକର୍ତ୍ତା, ଖେଳାଳିଙ୍କ ଜୀବନ ବରବାଦ କରିଛନ୍ତି: ସାମିଙ୍କ ଅବସର ପରେ ବର୍ଷିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ୍ ଦଳର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ମହମ୍ମଦ ସାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀପାବଳିର ଠିକ୍ ଦୁଇ ଦିନ ପୂର୍ବେ,…

ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର

ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ…

କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ…

ଚିନ୍ତା ବଢ଼ାଉଛି ପ୍ରଦୂଷଣ, ଦୀପାବଳି ପୂର୍ବରୁ ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୭ା୧୧: ଆଲୋକର ପର୍ବ ଦୀପାବଳି ପୂର୍ବରୁ ଶନିବାର ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ବୃହତ୍‌ ସହର ଥିଲା ବୋଲି ସୁଇସ୍‌ ଗ୍ରୁପ୍‌ ଆଇକ୍ୟୁଏୟାରର ଲାଇଭ୍‌ ର଼୍ୟାଙ୍କିଙ୍ଗ୍‌ରୁ ଜଣାପଡ଼ିଛି।…

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିରଳ ରେକର୍ଡ, ଜାଣନ୍ତୁ…

ଓ୍ବେଲିଂଟନ,୭।୧୧: ଯୁବ ଫାଷ୍ଟ ବୋଲରଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ଲୋକେଶ ରାହୁଲଙ୍କ ନିର୍ଭରଯୋଗ୍ୟ ବ୍ୟାଟିଂ ବଳରେ ଶନିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ପ୍ରଭାବିତ ଦ୍ୱିତୀୟ ଦିନିକିଆ…

ଅଯୋଧ୍ୟାରେ ଦୀପୋତ୍ସବ: ସରୟୁ ନଦୀ କୂଳରେ ଯୋଗୀ କଲେ ଆରତୀ, ଦୀପରେ ଆଲୋକିତ ହେଲା ରାମନଗରୀ

ଅଯୋଧ୍ୟା,୭।୧୧: ପବିତ୍ର ଦୀପାବଳି ଅବସରରେ ରାମନଗରୀ ଅଯୋଧ୍ୟାରେ ଦଶମ ଦୀପୋତ୍ସବ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୀପୋତ୍ସବର ଉଦ୍‌ଘାଟ କରି ସରୟୁ ନଦୀ…

Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!

ଦୀପାବଳି ହେଉଛି ଧନ ଏବଂ ସମୃଦ୍ଧିର ମହାପର୍ବ। ଏହି ବର୍ଷ ୮ ନଭେମ୍ବର ୨୦୨୬, ରବିବାର ଦିନ ଦୀପାବଳି ପାଳନ କରାଯାଉଛି। କାର୍ତ୍ତିକ ମାସର ଅମାବାସ୍ୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?