Posted inଜାତୀୟ

ପୋଲିସ ହେପାଜତରେ ଚନ୍ଦ୍ରାବାବୁ ନାଇଡୁ

ତିରୁପତି,୧।୩: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ପୋଲିସ ହେପାଜତରେ ରହିଛନ୍ତି। ସେ ସୋମବାର ଚିତ୍ତୋର ଜିଲାରେ ଏକ ନିର୍ବାଚନୀ ସଭାରେ ଯୋଗଦେବାକୁ ଯାଉଥିଲେ। ତାଙ୍କୁ ତିରୁପତି ବିମାନ ବନ୍ଦରରେ ସ୍ଥାନୀୟ ରେନିଗୁଣ୍ଟା ପୋଲିସ ପକ୍ଷରୁ ଅଟକ ରଖାଯାଇଥିଲା। ଏହାର ପ୍ରତିବାଦ କରି ଚନ୍ଦ୍ରାବାବୁ ବିମାନ ବନ୍ଦର ପରିସରରେ ଧାରଣାରେ ବସିଥିଲେ। ଚନ୍ଦ୍ରାବାବୁଙ୍କ ବିରୋଧରେ ହୋଇଥିବା କାର୍ଯ୍ୟ ନେଇ ତେଲୁଗୁ ଦେଶମ ପାର୍ଟି ପକ୍ଷରୁ ସ୍ଥାନୀୟ ପୋଲିସ ସମେତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସୀମା ସଡ଼କ ହେବ ୧୦ ମିଟର ଚ‌ଉଡ଼ା: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ସହାୟତା

ଲଦାଖ,୧୭।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏଠାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ତଥା ଛୋଟ ସଡ଼କ ରଣନୈତିକ...

ମମତାଙ୍କ ଶିବିରରେ ୟଶଓ୍ବନ୍ତ

କୋଲକାତା,୧୩।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଛକାପଞ୍ଝା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ବହୁ ତୃଣମୂଳ କଂଗ୍ରେସ...

ଜୁଲାଇ ୬ରେ ଇଣ୍ଡିଆ ଗେଟ୍‌ରୁ ଆରମ୍ଭ ହେବ ‘ଏକ ବିଧାନ ଏକ ସମ୍ବିଧାନ’ ଅଭିଯାନ

ନୂଆଦିଲ୍ଲୀ,୩୦।୬: ଜୁଲାଇ ୬ରେ ଜନସଂଘ ସଂସ୍ଥାପକ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଦିବସ ପାଳନ ଅବସରରେ ଇଣ୍ଡିଆ ଗେଟ୍‌ଠାରୁ ‘ଏକ ବିଧାନ ଏକ ସମ୍ବିଧାନ’ ଅଭିଯାନ ଆରମ୍ଭ...

୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନିଗମ ବୋଧ ଘାଟରେ ରାତିସାରା ହେବ ଅନ୍ତିମ ସଂସ୍କାର !

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବିପଦଜନ୍ନକ ହେବାରେ ଲାଗିଛି। ଏଥିରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହୁ ହୁ ବଢ଼ିବାରେ ଲାଗିିଛି।...

ଗୋଲ୍ଡେନ୍‌ ବାବା ନିଖୋଜ

କାନପୁର, ୧୭।୩: କାନପୁରର ଗୋଲ୍ଡେନ୍‌ ବାବା ଭାବେ ଜଣାଶୁଣା ମନୋଜ ସେଙ୍ଗର ମଙ୍ଗଳବାର ନିଖୋଜ ହୋଇଯାଇଛନ୍ତି। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ...

ଜମ୍ମୁ-କଶ୍ମୀରରେ ବଢ଼ିବ ବିଧାନସଭା ଆସନ

ନୂଆଦିଲ୍ଲୀ, ୨୧।୧୨(ପି.ଟି.): ଜମ୍ମୁ-କଶ୍ମୀର ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ କମିଶନ ଜମ୍ମୁ ଅଞ୍ଚଳ ପାଇଁ ଅତିରିକ୍ତ ୬ ଏବଂ କଶ୍ମୀର ପାଇଁ ଗୋଟିଏ ନିର୍ବାଚନ ମଣ୍ଡଳୀ...

ମସଜିଦ୍‌ରେ ହେବ ହିନ୍ଦୁ ବିବାହ: କନ୍ୟାଙ୍କୁ ମିଳିବ ୧୦ ତୋଳା ସୁନା ଏବଂ ୨ଲକ୍ଷ ଟଙ୍କା…

ଅଲପ୍ପୁଝା, ୬।୧: ଦେଶରେ ବିଭିନ୍ନ ସମ୍ପ୍ରଦାୟକୁ ନେଇ ରାଜନୀତି ଜାରି ରହିଛି। ଏପରିସ୍ଥଳେ କେରଳରେ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ଅଲପ୍ପୁଝାର...

Advertisement
Archives

Model This Week