ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତଙ୍କ ସମାଗମ ହୋଇଛି। ସେହିପରି ମା’ ଦକ୍ଷିଣ କାଳୀ ଶନି ମନ୍ଦିରରେ ମଧ୍ୟ ବାସନ୍ତୀକ ନବରାତ୍ର ପୂଜାର୍ଚ୍ଚନା ଚାଲିଛି।

 

Dharitri – Odisha’s No.1 Odia Daily

 

Share