ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ, ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ

ବରଗଡ଼,୨୪।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜନୋତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ବୁଧବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କୁ ଦର୍ଶନ କରୁଛନ୍ତି। ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।

Share
Tags: odisha