Posted inଜାତୀୟ

ଟ୍ରକ୍‌-ଅଟୋ ଧକ୍କା: ୪ ମୃତ

ଭୋପାଳ,୨୮।୯: ପୂର୍ବାଞ୍ଚଳ ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍‌-ଅଟୋ ରିକ୍ସା ସହିତ ଧକ୍କା ହେବା ଫଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଏହି ମାମଲାରେ ପୋଲିସ ଅଧିକାରୀ କହିଛନ୍ତି, ଟ୍ରକ୍‌ ଡ୍ରାଇଭର ମଦ୍ୟପାନ କରି ଗାଡି ଚଳାଇଥିଲେ, ବର୍ତ୍ତମାନ ତାଙ୍କୁ ଗିରଫ କରାଯାଇଛି।

ସେ କହିଛନ୍ତି, ବୁଧବାର ରାତି ପ୍ରାୟ ୯ଟା ସମୟରେ ରାମନଗରର ବାବୁପେଠ ଅଞ୍ଚଳରେ ଏହି ଘଟଣା ଘଟିଛି। ଟ୍ରକଟି ବଲ୍ଲାରଶାହାରୁ ଚନ୍ଦ୍ରପୁର ଅଭିମୁଖେ ଯାଉଥିବାବେଳେ ୭ ଜଣ ଯାତ୍ରୀଙ୍କୁ ନେଇ ଅଟୋ ରିକ୍ସା ବିପରୀତ ଦିଗରୁ ଆସୁଥିବା ବେଳେ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri