Posted inଜାତୀୟ

‘ଦେବେନ୍ଦ୍ର ଫଡନବିଶ ମୁଖ୍ୟମନ୍ତ୍ରୀ ହେବା ଦରକାର, ହେଲେ…’, ମହାରାଷ୍ଟ୍ର ମୁଖ୍ୟଙ୍କ ବଡ ବୟାନ

ମୁମ୍ବାଇ,୨୫।୪: ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ଚନ୍ଦ୍ରଶେଖର ବାଓ୍ବନକୁଲେ କହିଛନ୍ତି, ଭାଜପା କର୍ମୀ ଚାହୁଁଛନ୍ତି କି ଦେବେନ୍ଦ୍ର ଫଡନବିଶ ମୁଖ୍ୟମନ୍ତ୍ରୀ ହେବା ଦରକାର। ହେଲେ ଆଜିର ସତ୍ୟତା ହେଉଛି, କି ଆଜି ଏକନାଥ ଶିନ୍ଦେ ରହିଛନ୍ତି ଓ ସେ ଆମର ନେତା ଅଟନ୍ତି।

ଇତି ମଧ୍ୟରେ ନାଗପୁରରେ ଫଡନବିଶଙ୍କୁ ଭାବି ମୁଖ୍ୟମନ୍ତ୍ରୀ କହି ପୋଷ୍ଟର ଲଗାଯାଇଛି। ସୂଚନାଯୋଗ୍ୟ, ଏବେ ଦେବେନ୍ଦ୍ର ଫଡନବିଶ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଛନ୍ତି। ଭାଜପା ଅଧ୍ୟକ୍ଷଙ୍କ ବୟାନ ଏମିତି ସମୟରେ ଆସିଛି ଯେତେବେଳେ ଏନସିପି ନେତା ଅଜିତ ପାଓ୍ବାରଙ୍କୁ ନେଇ ବିଭିନ୍ନ ପ୍ରକାର କଳ୍ପନା କରାଯାଉଛି। ଏବେ ଭାଜପା ଅଧ୍ୟକ୍ଷଙ୍କ ବୟାନକୁ ନେଇ ପୁଣି ରାଜନୀତି ସରଗରମ ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri