Posted inଜାତୀୟ

ଇସ୍ରୋ ପ୍ରକାଶ କଲା ମିଶନ୍‌ ଚନ୍ଦ୍ରାୟାନ-୨’ର ପ୍ରାରମ୍ଭିକ ତଥ୍ୟ

ବେଙ୍ଗାଲୁରୁ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଗୁରୁବାର ‘ଚନ୍ଦ୍ରାୟାନ-୨’ ମିଶନ୍‌ର ପ୍ରାରମ୍ଭିକ ତଥ୍ୟ ପ୍ରକାଶ କରିଛି। ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଗତବର୍ଷ ଜୁଲାଇ ୨୨ ତାରିଖରେ ଲଞ୍ଚ କରାଯାଇଥିଲା। ଅଗଷ୍ଟ ୨୦ରେ ଚନ୍ଦ୍ରର କକ୍ଷ ପଥରେ ପ୍ରଦେଶ କରିଥିଲା ଚନ୍ଦ୍ରାୟାନ-୨ ମହାକାଶଯାନ। ଯୋଜନ ଅନୁଯାୟୀ, ଚନ୍ଦ୍ର ପୃଷ୍ଠରେ ରହି ପୋଲାର ଗ୍ଲୋବାଲ ମ୍ୟାପିଂ କରୁଛି।

ପୋଲାରରୁ ବିସ୍ତୃତ ତଥ୍ୟ ପଠାଉଛି ଅର୍ବିଟର। ପୋଲାରରେ ବରଫ ଆକାରରେ ଜଳ ଉପସ୍ଥିତ ଥିବା ପ୍ରମାଣ ମିଳିଛି। ଏକ୍ସ-ରେ ଏବଂ ଇନଫାରେଡ୍‌ ସ୍ପେକ୍ଟରୋସ୍କୋପି ସହାୟତାରେ ମିଳୁଛି ଖଣିଜର ସୂଚନା।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri