Posted inଜାତୀୟ

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର ଡୁଆଲ୍‌ ଫ୍ରିକ୍ୟୁଏନ୍ସି ସିନ୍ଥେଟିକ୍‌ ଆପେର୍‌ଚର ରାଡାରରୁ ମିଳିଥିବା ଉକ୍ତ ଡେଟାଗୁଡ଼ିକୁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଅହମଦାବାଦରେ ଥିବା ସ୍ପେସ୍‌ ଆପ୍ଲିକେଶନ୍ସ ସେଣ୍ଟର (ଏସ୍‌ଏସି) ଅନୁଧ୍ୟାନ କରୁଛି।

ଚନ୍ଦ୍ରପୃଷ୍ଠ ମୃତ୍ତିକାର ସାନ୍ଧ୍ରତା ଏବଂ ଏଥିରେ ବାୟୁ ଚଳାଚଳ ପାଇଁ ରହିଥିବା ସୂକ୍ଷ୍ମ ଛିଦ୍ର ସମ୍ପର୍କରେ ଜଣିବା ପାଇଁ ଡାଇଇଲେକ୍ଟ୍ରିକ୍‌ ଗୁଣ ଏବଂ ସମ୍ଭାବ୍ୟ ପାଣି-ବରଫର ଉପସ୍ଥିତି ସମ୍ପର୍କରେ ପରୀକ୍ଷା କରାଯାଉଛି। ଚନ୍ଦ୍ରପୃଷ୍ଠର ଗଠନ ଏବଂ ଆଭ୍ୟନ୍ତରୀଣ ପ୍ରକୃତି ସମ୍ପର୍କରେ ଜାଣିବାରେ ଏହା ସହାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବିଳମ୍ବ ଓ ବାତିଲ: ବିନା ଖାଦ୍ୟରେ ୧୨ ଘଣ୍ଟା…

ନୂଆଦିଲ୍ଲୀ,୫ା୧୨: ଭାରତର ବୃହତ୍ତମ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋରେ ଅପରେସନାଲ ସମସ୍ୟା ହେତୁ ସାରା ଦେଶର ବିମାନବନ୍ଦରଗୁଡ଼ିକରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଏହି ସମସ୍ୟା...

ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହେବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ...

ଦୁର୍ଘଟଣାଗ୍ରସ୍ତ ସ୍କୁଟିରୁ ବାହାରିଲା ଏମିତି ଜିନିଷ: ପୋଲିସ ଆଶ୍ଚର୍ଯ୍ୟ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କଫ୍‌ ସିରପ କାରବାର ସାଧାରଣରେ ପରିଣତ ହୋଇଛି। ତେବେ ଗୁରୁବାର ସହର ଉପକଣ୍ଠ ବରାହଗୋଡା କେନାଲ ଛକ ନିକଟରେ ଏକ...

ଧାନକିଣା ବାଟବଣା: ଟୋକନ ଟେନ୍‌ସନରେ ଚାଷୀ

ପଦ୍ମପୁର, ୬।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ସପ୍ତାହେ ବିତିଯାଇଛି, ମାତ୍ର ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରି ନ ଥିବାରୁ ଉପଖଣ୍ଡର...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ପେପର ଲେସ୍‌ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୪ା୧୨(ଦିଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପେପର ଲେସ ହୋଇଛି। ଏବେ ଫାଇଲ ସିଷ୍ଟମରେ କାମ ହେଉଛି । ଆଗକୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ...

ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ...

୨୪ତାରିଖରୁ ବରଗଡ଼ ଧନୁଯାତ୍ରା: ଗୋପପୁର କଳାକାରଙ୍କ ଅଭ୍ୟାସ ଆରମ୍ଭ

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri