Posted inଜାତୀୟ

ଚନ୍ଦ୍ରାୟନ-୩ ଉତକ୍ଷେପଣ: ଗୁରୁବାର ଅପରାହ୍ନ ୧ଟାରୁ କାଉଣ୍ଟ ଡାଉନ ଆରମ୍ଭ…

ଶ୍ରୀହରିକୋଟା,୧୩।୭ : ଚନ୍ଦ୍ରାୟନ-୩ ମିଶନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ଅପରାହ୍ନ ୧ ଟାରୁ କାଉଣ୍ଟଡାଉନ ଆରମ୍ଭ ହେବ। ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଆଇଏସଆରଓ) ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ଇସ୍ରୋ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଜୁଲାଇ ୧୪ ଶୁକ୍ରବାର ଅପରାହ୍ନ ୨ଟା ୩୫ରେ ଚନ୍ଦ୍ରାୟନର ତୃତୀୟ ମିଶନ ଉତ୍‌କ୍ଷେପଣ କରିବ।

ବୈଜ୍ଞାନିକ ସଚିବ ଶାନ୍ତନୁ ଭଟୱାଡେକରଙ୍କ ସହ ଏକ ବୈଜ୍ଞାନିକ ଦଳ ଗୁରୁବାର ଦିନ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟାଚାଲାପତି ମନ୍ଦିର ପରିଦର୍ଶନ କରି ମିଶନର ସଫଳତା ପାଇଁ ପ୍ରାର୍ଥନା କରିଥିଲେ।
ଚନ୍ଦ୍ରାୟନ -୩ ମହାକାଶଯାନ, ଯାହାକି ଏଲଭିଏମ-୩ (ଲଞ୍ଚ ଯାନ ମାର୍କ -୩) ଦ୍ୱାରା ଉତକ୍ଷେପଣ ହେବ। ଏହା ତିନୋଟି ମଡ୍ୟୁଲ- ପ୍ରପୁଲଶନ, ଲ୍ୟାଣ୍ଡର ଏବଂ ରୋଭରର ଏକ ମିଶ୍ରଣ । ରୋଭର ଚନ୍ଦ୍ର ପୃଷ୍ଠକୁ ଅଧ୍ୟୟନ କରିବ ଏବଂ ଏହା ଲ୍ୟାଣ୍ଡର ଭିତରେ ସ୍ଥାପିତ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri