Posted inଜାତୀୟ

ଚନ୍ଦ୍ରୟାନ-୩ ଅବତରଣ କରିଥିବା ସ୍ଥାନକୁ ‘ଶିବ ଶକ୍ତି’, ଚନ୍ଦ୍ରୟାନ-୨ ଅବତରଣ କରିଥିବା ସ୍ଥାନକୁ ‘ତ୍ରିରଙ୍ଗା’ନାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇସ୍ରୋ ଗସ୍ତରେ ଅଛନ୍ତି। ଯେଉଁଠାରେ ପ୍ରଧାନମନ୍ତ୍ରୀ ବୈଜ୍ଞାନିକମାନଙ୍କୁ ଭେଟି ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚନ୍ଦ୍ରରେ ଯେଉଁଠାରେ ଭାରତର ଚନ୍ଦ୍ରୟାନ-୩ ଅବତରଣ କରିଛି, ତାହାର ନାମ ‘ଶିବ ଶକ୍ତି’ ନାମରେ ପରିଚିତ ହେବ। ଦୁଇ ଦେଶ ଗସ୍ତ ପରେ ଭାରତ ଫେରିଥିବା ପ୍ରଧାନମନ୍ତ୍ରୀ ମୋଦି ସିଧାସଳଖ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି।

ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, କୌଣସି ସଫଳତା ଚୂଡାନ୍ତ ନୁହେଁ, ତେଣୁ ଯେଉଁଠାରେ ଆମର ଚନ୍ଦ୍ରୟାନ-୨ର ପାଦଚିହ୍ନ ପଡ଼ିଥିଲା ସେହି ସ୍ଥାନ ଆଜିଠାରୁ ‘ତ୍ରିରଙ୍ଗା’ ପଏଣ୍ଟ ଭାବରେ ପରିଚିତ ହେବ। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ‘ତ୍ରିରଙ୍ଗା’ ପଏଣ୍ଟ ଭାରତର ପ୍ରତ୍ୟେକ ପ୍ରୟାସ ପାଇଁ ପ୍ରେରଣା ହେବ, ଏହି ‘ତ୍ରିରଙ୍ଗା’ ପଏଣ୍ଟ ଆମକୁ ଶିକ୍ଷା ଦେବ ଯେ, କୌଣସି ବିଫଳତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?