Posted inଜାତୀୟ

ଚନ୍ଦ୍ରର ନୂଆ ଫଟୋ ଆସିଲା ସାମ୍ନାକୁ, ଚନ୍ଦ୍ରାୟନ ୩କୁ ନେଇ ଇସ୍ରୋ କହିଲା, ଅଲ ଇଜ ଓ୍ବେଲ

ନୂଆଦିଲ୍ଲୀ,୨୨।୮: ଚନ୍ଦ୍ରରେ ଅବତରଣ କରିବାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ, ଇସ୍ରୋ ମିଶନ ଚନ୍ଦ୍ରୟାନ ୩ସମ୍ବନ୍ଧରେ ଏକ ଅପଡେଟ ଦେଇଛି । ଏହା ସହିତ ଇସ୍ରୋ ମଧ୍ୟ ଲ୍ୟାଣ୍ଡର ଦ୍ୱାରା ନିଆଯାଇଥିବା ଚନ୍ଦ୍ରର ନୂତନ ଫଟୋ ଜାରି କରିଛି।

ଇସ୍ରୋ ମଙ୍ଗଳବାର ଏକ୍ସ (ପୂର୍ବ ଟୁଇଟର) ରେ ପୋଷ୍ଟ କରିଛି ଯେ ଚନ୍ଦ୍ରୟାନ ନିର୍ଦ୍ଧାରିତ ସମୟରେ ଅଛି। ସ୍ପେସ ଏଜେନ୍ସି କହିଛି ଯେ ସିଷ୍ଟମର ନିୟମିତ ଯାଞ୍ଚ ଚାଲିଛି ଏବଂ କାର୍ଯ୍ୟ ସୁରୁଖୁରୁରେ ଚାଲିଛି।
ଏହା ସହିତ ଇସ୍ରୋ ଲ୍ୟାଣ୍ଡର ଦ୍ୱାରା ପ୍ରସ୍ତୁତ ଭିଡିଓ ମଧ୍ୟ ପ୍ରକାଶ କରିଛି। ଇସ୍ରୋ କହିଛି ଯେ ଏଗୁଡ଼ିକ ହେଉଛି ଲ୍ୟାଣ୍ଡର୍‌ ପୋଜିସନ ଡିଟେକସନ କ୍ୟାମେରା (LPDC) ଦ୍ୱାରା ଅଗଷ୍ଟ ୧୯ରେ ପ୍ରାୟ ୭୦ କିଲୋମିଟର ଉଚ୍ଚତାରୁ ଉଠାଯାଇଥିବା ଚନ୍ଦ୍ରର ଫଟୋ।
ଏଲପିଡିସି ପ୍ରତିଛବିଗୁଡ଼ିକ ଲ୍ୟାଣ୍ଡର୍‌ ମଡ୍ୟୁଲୁକୁ ଏହାର ସ୍ଥିତି (ଅକ୍ଷାଂଶ ଏବଂ ଦ୍ରାଘିମା) ନିର୍ଣ୍ଣୟ କରିବାରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ପ୍ରେମ ନିବେଦନ କଲେ ପ୍ରଫେସର, ତା’ପରେ ଯାହା ଘଟିଲା… କ୍ୟାମ୍ପସରେ ହଇଚଇ

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁ ଗ୍ରାମୀଣ ଜିଲାର ଟି. ବେଗୁରରେ ଥିବା ଶ୍ରୀ ସିଦ୍ଧାର୍ଥ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ବୁଧବାର ଏକ ଅଜବ ଏବଂ…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଯୁବତୀଙ୍କ ଗାଡ଼ିକୁ ସାଇଡ୍‌ କରିଦେଲେ ଯୁବକ, ରାଗି କି ଯୁବତୀ ଯାହା କଲେ ଭିଡିଓ ଦେଖିଲେ…

ଜୟପୁର,୨୭ା୩: ଜୟପୁରର ରାସ୍ତାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହା ଦେଖିବା ପରେ ଲୋକେ ସ୍ତବ୍ଧ ହୋଇଯାଇଛନ୍ତି। ଛୋଟ ଛୋଟ ରାସ୍ତା ବିବାଦ କିମ୍ବା ସାଇଡ୍‌-ଷ୍ଟେପିଂ ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri